କେନ୍ଦୁଝର(ଓଡ଼ିଶା ରିପୋର୍ଟର): ବେଆଇନ୍ ଖଣି ଖନନ ନେଇ ୨ ଜଣ ଖଣି ମାଲିକଙ୍କ ସଂପତ୍ତି ଜବତ ପାଇଁ ଓ୍ୱାରେଣ୍ଟ ଜାରି କରିଛନ୍ତି କେନ୍ଦୁଝର ଜିଲ୍ଲାପାଳ। ସେହି ଦୁଇ ଖଣି ମାଲିକ ହେଲେ ଏମ୍.ଆର୍ ଦାଶ ଓ ଅର୍ଜୁନ ଲୋଧା। ମାସେ ଭିତରେ ଉଭୟଙ୍କ ସଂପତ୍ତି ଜବତ କରିବା ପାଇଁ ପୁଲିସ ଓ ତହସିଲଦାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ପ୍ରଶାସନ ନିକଟରେ ହାଜର ହେବାକୁ ୭ ଜଣ ଖଣି ମାଲିକଙ୍କୁ ଆଗରୁ ନିର୍ଦ୍ଦେଶ ଦିଆଯାଇଥିଲା। ସେମାନଙ୍କ ମଧ୍ୟରୁ ବିଡି ପଟ୍ଟନାୟକ ଖଣି କମ୍ପାନୀ ହାଜର ହୋଇ ୨ କୋଟି ୨୦ ଲକ୍ଷ ଟଙ୍କା ଜମା କରିବା ସହିତ ବାକି ଜୋରିମାନା ୧୫ ଦିନ ଭିତରେ ଜମା କରିବେ ବୋଲି କହିଛନ୍ତି। ସେହିପରି ମିନେରାଲ ଟ୍ରେଡିଂ ସିଣ୍ଡିକେଟ ୧ ଲକ୍ଷ ଟଙ୍କା ଜୋରିମାନା ଭାବେ ଜମା କରିଛି। ଅନ୍ୟମାନଙ୍କୁ ୭ ଦିନ ସମୟ ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ସଶକ୍ତ ହେବେ ଗ୍ରାମୀଣ କାରିଗର: ୟଙ୍ଗ ଇଣ୍ଡିଆନସ୍ ଭୁବନେଶ୍ୱର
ପ୍ରତ୍ୟେକ ପ୍ରତିଭାବାନ ବ୍ୟକ୍ତିବିଶେଷଙ୍କୁ ସେମାନଙ୍କର ଦକ୍ଷତା ପ୍ରଦର୍ଶନ ଏବଂ ଜୀବିକା ନିର୍ବାହ ପାଇଁ ଏହି ସୁଯୋଗ ଏକ ପ୍ଲାଟଫର୍ମ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି।
Crime
୩ ପ୍ରେମିକ ଭଲ ପାଉଥିଲେ; ବାହା ହେବା ପାଇଁ ମନା କରିବାରୁ ମାରି ଝୁଲାଇ ଦେଲେ!
ଜେମାଙ୍କଠାରୁ ପ୍ରତ୍ୟାଖିତ ହେବା ପରେ ଏକ ତରଫା ପ୍ରେମିକମାନେ ଚିନ୍ତାରେ ପଡ଼ିଯାଇଥିଲେ। ପ୍ରତିଶୋଧ ପରାୟଣା ହୋପଡ଼ିଥିଲେ। ଜେମାଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ଆଜି ଅପରାହ୍ନରେ ଜେମାଙ୍କୁ ହତ୍ୟା କରି ଗାଁ ମୁଣ୍ଡ ଗଛରେ ଥିବା ଏକ ଗଛରେ ଝୁଲାଇ ଦେଲେ।
Crime
ଅନ୍ତରଙ୍ଗ ମୁହୂର୍ତ୍ତ ଫଟୋ ଭାଇରାଲ୍ କଲେ ପ୍ରେମିକ; ଝୁଲି ପଡ଼ିଲେ ପ୍ରେମିକା
ପରବର୍ତ୍ତୀ ସମୟରେ ଭାନୁ ବିବାହ ପାଇଁ ରାଜି ହୋଇନଥିଲେ। ଯେଉଁଥିପାଇଁ ଚିନ୍ତାରେ ପଡ଼ି ଯାଇଥିଲେ ଅନୀଲ୍। ଆଉ ନିଜ ପାଖରେ ଥିବା ଭାନୁଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋକୁ ସୋଶାଲ୍ ମିଡିଆରେ ଭାଇରାଲ କରି ଦେଇଥିଲେ।
Technology
କେନ୍ଦ୍ର ଆଇଟି ମନ୍ତ୍ରୀଙ୍କ ପ୍ରତିଶ୍ରୁତି: ମେଗା ଆଇଟି ହବ୍ ହେବ ଓଡ଼ିଶା
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜାରି ପ୍ରେସ୍ ରିଲିଜ୍ ଅନୁସାରେ, ଓଡ଼ିଶାକୁ ଏକ ମେଗା ଆଇଟି ହବରେ ପରିଣତ କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ବୈଷ୍ଣବ ମୁଖ୍ୟମନ୍ତ୍ରୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି ।