ଗଞ୍ଜେଇ ଗାଡ଼ି ଧରିବାକୁ ଯାଇ ହଟହଟା ନାର୍କୋଟିକ୍ସ ଅଧିକାରୀ ଓ ପୂରା ଟିମ୍। ଆଜି କେନ୍ଦୁଝର ତେଲକୋଇ ଥାନା ୪୯ ନମ୍ବର ଜାତୀୟ ରାଜପଥରେ ଘଟିଛି ଏଭଳି କିଛି ଘଟଣା। ସ୍ଥାନୀୟ ଜଗମୋହନପୁର ଛକରେ ଏକ କୁଣ୍ଡା ବୋଝେଇ ପିକଅପକୁ ଜବତ କରିଥିଲା ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ। ପିକଅପକୁ ଅଟକାଇବା ପରେ ଦୁଇ ଅଭିଯୁକ୍ତ ଦୌଡ଼ିଥିଲେ।
ଏମାନଙ୍କୁ ଧରିବାକୁ ଯିବା ବେଳେ ଦସ୍ତାଦସ୍ତି ପରିସ୍ଥିତି ହୋଇଥିଲା। ଏହି ସମୟରେ ଏନସିବି ଅଧିକାରୀଙ୍କୁ ନକଲି ପୋଲିସ ଭାବି ଲୋକେ ଘେରି ଯାଇଥିଲେ। ଘଟଣାସ୍ଥଳରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଆଉ ଏହାର ସୁଯୋଗ ନେଇ ଜଣେ ଅଭିଯୁକ୍ତ ନାକୋଟିକ୍ସ ଟିମ୍ ଗାଡ଼ିରୁ ଫେରାର ମାରିଛି।
Also Read
ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ସ୍ଥିତିକୁ ନିୟନ୍ତ୍ରଣ କରିଛି। ସେପଟେ ଘଟଣାକୁ ନେଇ ଏନସିବିର ପ୍ରତିକ୍ରିୟା ମିଳିପାରିନି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦ୍ଘାଟିତ ହେଲା ରାଜ୍ୟର ଦୀର୍ଘତମ ଫ୍ଲାଏଓଭର
ଡିଏମ୍ଏଫ ଫଣ୍ଡରୁ ପ୍ରାୟ ୨୫୦ କୋଟି ଟଙ୍କାରେ ନିର୍ମିତ ହୋଇଛି ଏହି ଫ୍ଲାଏଓଭର।
Accident
ଟ୍ରକ୍ ଧକ୍କାରେ ବାପ-ଝିଅ ମୃତ
ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କର ମୃତଦେହକୁ ଡାକ୍ତରଖାନାକୁ ପଠାଇ ଘଟଣାର ତଦନ୍ତ କରୁଛି।
Accident
କାଞ୍ଜିପାଣି ଘାଟିରେ ଯାତ୍ରା ପାର୍ଟି ଟ୍ରକ୍ ଦୁର୍ଘଟଣାଗ୍ରସ୍ତ
ଟ୍ରକ୍ରେ ଯାତ୍ରା ପାର୍ଟିର ଜିନିଷପତ୍ର ସହିତ ମୋଟ ୧୨ ଜଣ ଲୋକ ଥିଲେ।
Special
5-T ସ୍କୁଲରେ ହିନ୍ଦୀ ଶିକ୍ଷକ ପଢ଼ାଉଛନ୍ତି ବିଜ୍ଞାନ ଓ ଇଂରାଜୀ
୨୩ ବର୍ଷ ହେଲାଣି ଏହି ଉଚ୍ଚ ବିଦ୍ୟାଳୟରେ ନାହାଁନ୍ତି ବିଜ୍ଞାନ ଓ ଇଂରାଜୀ ଶିକ୍ଷକ। ଦୀର୍ଘ ଦିନରୁ ଫାଙ୍କା ପଡ଼ିଛି ୫ ଜଣ ଶିକ୍ଷକଙ୍କ ପଦବୀ। କେବଳ ସଂସ୍କୃତ, ହିନ୍ଦୀ ଓ ଖେଳ ଶିକ୍ଷକଙ୍କ ହାତରେ ଛାତ୍ରଛାତ୍ରୀଙ୍କ ଭାଗ୍ୟ ତିଆରି ଚାଲିଛି।
Accident
ଗାଧୋଇ ଫେରୁଥିବା ବେଳେ ବାପଝିଅଙ୍କୁ ଆକ୍ରମଣ କଲା ହାତୀ
ପ୍ରଦୀପ ଓ ତାଙ୍କ ଝିଅ ମାଣିକସାହି ପାଖ ରାଣୀମା ନାଳକୁ ଗାଧୋଇବାକୁ ଯାଇଥିଲେ।