ବଲାଙ୍ଗିର (ମନୋରଞ୍ଜନ ଯୋଶୀ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଳାହାଣ୍ଡି ଜିଲ୍ଲା କେସିଙ୍ଗା ରେଞ୍ଜର ଦୀନବନ୍ଧୁ ମେହେରଙ୍କ ଘରେ ଆଜି ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ଉ କରାଯାଇଛି। ଏକକାଳୀନ ତିନୋଟି ସ୍ଥାନରେ ଏହି ଚଢ଼ଉ ହୋଇଛି। ତାଙ୍କ କେସିଙ୍ଗା ସ୍ଥିତ ଅଫିସ୍, ସରକାରୀ କ୍ୱାର୍ଟର୍ସ ଏବଂ ବଲାଙ୍ଗିର ତୁଳସୀନଗର ପଡ଼ାରେ ଥିବା ନିଜସ୍ୱ ଘରେ ଚଢ଼ଉ ହୋଇଛି।
ଏହି ଚଢ଼ଉରେ ବଲାଙ୍ଗିର, ସମ୍ଵଲପୁର, ବରଗଡ଼ ଓ ସୋନପୁର ଜିଲ୍ଲାର ଭିଜିଲାନ୍ସ ଡିଏସ୍ପି ସାମିଲ ହୋଇଛନ୍ତି। ଦୀନବନ୍ଧଙ୍କୁ ସ୍ଥାବର ଓ ଅସ୍ଥାବର ସଂପତ୍ତି ସହିତ ବ୍ୟାଙ୍କ ବାଲାନ୍ସ ଆଦିକୁ ଭିଜିଲାନ୍ସ ବିଭାଗର ଏହି ଅଧିକାରୀମାନେ ତନ୍ନତନ୍ନ କରି ଯାଞ୍ଚ କରୁଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Entertainment
ବିବାହ ବନ୍ଧନରେ ବାନ୍ଧି ହେଲେ ଏଲିନା; ଫ୍ୟାନଙ୍କୁ ଦେଲେ ସରପ୍ରାଇଜ୍
ଦୀର୍ଘ ବର୍ଷ ଧରି ଏଲିନା ଓ ଅନୁରାଗ ଘନିଷ୍ଠ ବନ୍ଧୁ ଥିଲେ। ଉଭୟଙ୍କ ବିବାହକୁ ନେଇ ଚର୍ଚ୍ଚା ହେଉଥିଲା।
Accident
ବାର୍ହା ପାଇଁ ବିଛା ଯାଇଥିଲା ବିଦ୍ୟୁତ ତାର, ସେଥିରେ ପଡ଼ି ଚାଲିଗଲା ୩ ହାତୀଙ୍କ ଜୀବନ !
ଆଜି ସକାଳେ ସ୍ଥାନୀୟ ଲୋକେ ବୁରମାଲ ଜଙ୍ଗଲ ୩ଟି ହାତୀ ମରି ପଡ଼ିଥିବା ଦେଖି ବନ ବିଭାଗକୁ ଖବର ଦେଇଥିଲେ।
Crime
ଉପ ଜିଲ୍ଲାପାଳଙ୍କ ଘରେ ପଶିଲା ଭିଜିଲାନ୍ସ; ୧୦ଟି ସ୍ଥାନରେ ଚଢ଼ାଉ
ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି।
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।