ଭୁବନେଶ୍ୱର: ଖାଦ୍ୟ ପଦାର୍ଥ ବ୍ୟବସାୟୀମାନେ ଏଣିକି ଅନ୍ଲାଇନରେ ଲାଇସେନ୍ସ ଓ ପଞ୍ଜିକରଣ କରି ପାରିବେ। ଆଜି ସଚିବାଳୟରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ପ୍ରଦୀପ ଅମାତ ଏହି ଅନ୍ଲାଇନ୍ ବ୍ୟବସ୍ଥାକୁ ଶୁଭାରମ୍ଭ କରିଛନ୍ତି।
ଏହି ନୂଆ ବ୍ୟବସ୍ଥା ଦ୍ୱାରା ରାଜ୍ୟରେ ଖାଦ୍ୟ ପ୍ରସ୍ତୁତୀ ସଂସ୍ଥା ତଥା ବ୍ୟବସାୟୀମାନେ ବିଶେଷ ଉପକୃତ ହେବେ। ସେମାନଙ୍କୁ ବିଭିନ୍ନ କାର୍ଯ୍ୟ ପାଇଁ ଆଉ ହଇରାଣ ହେବାକୁ ପଡିବ ନାହିଁ। ସେମାନେ ନିଜ ଲାଇସେନ୍ସ ପାଇଁ ଆବଶ୍ୟକ କାଗଜପତ୍ର ନିର୍ଦ୍ଧାରିତ ଅଫିସ୍ ୱେବସାଟ୍ରେ ଅପ୍ଲୋଡ କରିପାରିବେ ଓ ସେମାନଙ୍କ ଦରଖାସ୍ତର ସ୍ଥିତି ସମ୍ପର୍କରେ ଜାଣି ପାରିବେ। ଏହର ଲାଇସେନ୍ସ ପ୍ରଦାନ ଓ ପଞ୍ଜିକରଣକୁ ସ୍ୱଚ୍ଛ ଓ ସରଳ କରିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆମେରିକା ଏଜେନ୍ସିର ଅଭିଯୋଗ, ୨୦୨୧ରେ ଜଗନ ରେଡ୍ଡୀଙ୍କୁ ଲାଞ୍ଚ ପ୍ରତିଶ୍ରୁତି ଦେଇଥିଲେ ଆଦାନୀ
ଆମେରିକାର ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ କମିଶନ (SEC) ଏହି ଅଭିଯୋଗ ଆଣିଛି।
Business
ଦୋହଲିଲା ଆଦାନୀ ସାମ୍ରାଜ୍ୟ; ଶେଆର ବଜାରରେ ଦିନକରେ ୫ ଲକ୍ଷ ୩୫ ହଜାର କୋଟି ବୁଡ଼ିଲା
ଏହି ଘଟଣା ଆଦାନୀଙ୍କ ବ୍ୟବସାୟ ସାମ୍ରାଜ୍ୟକୁ ସମ୍ପୂର୍ଣ୍ଣ ଦୋହଲାଇ ଦେଇଥିବା ବେଳେ ଭାରତୀୟ ଶେଆର ବଜାରରେ ହୋଇଛି ପ୍ରଚଣ୍ଡ ବିସ୍ଫୋରଣ।
Business
ଆଦାନୀ ଲାଞ୍ଚ ମାମଲା: ଆମେରିକା ଅଭିଯୋଗ ତାଲିକାରେ ଅଛି ଓଡ଼ିଶା
ଗୌତମ ଆଦାନୀଙ୍କ ସମେତ ଭାରତର ଚାରିଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ଆମେରିକା କୋର୍ଟଙ୍କ ଅଭିଯୋଗ ତାଲିକାରେ ଅଛି।
Business
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ପ୍ରତିକ୍ରିୟା ରଖିଲା ଆଦାନୀ ଗ୍ରୁପ୍
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ଆଦାନୀ ଗ୍ରୁପର ଷ୍ଟକ୍ ମୂଲ୍ୟ ହ୍ରାସ ପାଇଛି।
Business
ଇଣ୍ଡିଆ ଫୋର୍ବସ ତାଲିକାରେ ସ୍ଥାନ ପାଇଥିବା OTVକୁ ମିଳିଲା ସମ୍ମାନ
ଆଗାମୀ ଦିନରେ ବି ଏମିତି ଉପରେ ରହିବୁ ବୋଲି ଆଶା ଥିବା କହିଛନ୍ତି ଓଟିଭି ନେଟୱର୍କର ଏମ୍ଡି ଜଗି ମଙ୍ଗତ ପଣ୍ଡା।