ଖାଦ୍ୟ ସୁରକ୍ଷା ଆଇନ ଅଗ୍ରଗତି ନେଇ ଜିଲ୍ଲାପାଳଙ୍କ ସହ ଭିଡିଓ କନଫରେନସିଂରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଖାଦ୍ୟ ସୁରକ୍ଷା ଆଇନର ଅଗ୍ରଗତି ନେଇ ଜିଲ୍ଲାପାଳମାନଙ୍କ ସହ ଭିଡିଓ କନଫରେନସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୀକ୍ଷା କରିଛନ୍ତି। ଖାଦ୍ୟ ସୁରକ୍ଷା ଆଇନରେ ଯୋଗ୍ୟ ହିତାଧିକାରୀଙ୍କୁ ତାଲିକାଭୁକ୍ତ କରିବା ସହ ଅଯୋଗ୍ୟଙ୍କୁ ତୁରନ୍ତ ବାଦ ଦେବାକୁ ମୁଖ୍ୟମନ୍ତ୍ରୀ ଏହି କନଫରେନସିଂ ମାଧ୍ୟମରେ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ଅଯୋଗ୍ୟ ହିତାଧିକାରୀଙ୍କୁ ତାଲିକାଭୁକ୍ତ କରିଥିବା କର୍ମଚାରୀଙ୍କ ବିରୋଧରେ ଫୌଜଦାରୀ ଓ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିବା ଯୋଗାଣ ମନ୍ତ୍ରୀ ସଞ୍ଜୟ ଦାସବର୍ମା […]

cm

cm

Rakesh Mallick
  • Published: Thursday, 19 November 2015
  • Updated: 19 November 2015, 04:08 AM IST

Sports

Latest News

ଭୁବନେଶ୍ୱର: ରାଜ୍ୟରେ ଖାଦ୍ୟ ସୁରକ୍ଷା ଆଇନର ଅଗ୍ରଗତି ନେଇ ଜିଲ୍ଲାପାଳମାନଙ୍କ ସହ ଭିଡିଓ କନଫରେନସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୀକ୍ଷା କରିଛନ୍ତି। ଖାଦ୍ୟ ସୁରକ୍ଷା ଆଇନରେ ଯୋଗ୍ୟ ହିତାଧିକାରୀଙ୍କୁ ତାଲିକାଭୁକ୍ତ କରିବା ସହ ଅଯୋଗ୍ୟଙ୍କୁ ତୁରନ୍ତ ବାଦ ଦେବାକୁ ମୁଖ୍ୟମନ୍ତ୍ରୀ ଏହି କନଫରେନସିଂ ମାଧ୍ୟମରେ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ଅଯୋଗ୍ୟ ହିତାଧିକାରୀଙ୍କୁ ତାଲିକାଭୁକ୍ତ କରିଥିବା କର୍ମଚାରୀଙ୍କ ବିରୋଧରେ ଫୌଜଦାରୀ ଓ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିବା ଯୋଗାଣ ମନ୍ତ୍ରୀ ସଞ୍ଜୟ ଦାସବର୍ମା କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story