ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରଙ୍ଗାରଙ୍ଗ ପରିବେଶ ମଧ୍ୟରେ ଆରମ୍ଭ ହୋଇଛି ଖଣ୍ଡଗିରି ଓ ଉଦୟଗିରି ମହୋତ୍ସବ। ଖଣ୍ଡଗିରି ଓ ଉଦୟଗିରିର ପଥରରେ ରହିଥିବା ଜୈନ ଗୁମ୍ଫା ଭାରତ ତଥା ସାରା ବିଶ୍ୱ ଇତିହାସରେ ପ୍ରସିଦ୍ଧି ଲାଭ କରିଛି। ସେତେବେଳର ଓଡ଼ିଶାର ଲୋକପ୍ରିୟ ରାଜା ଐରଖାରବେଳ ଜୈନ ଧର୍ମର ପ୍ରବର୍ତ୍ତକ ରହି ଏହି ପଥର ଶିଳାକୁ ସୁନ୍ଦର ଭାବରେ ଖୋଦିତ କରି ପାହାଡ଼ ଉପରେ ସୌନ୍ଦର୍ଯ୍ୟର ପରିବେଶ ତିଆରି କରି ଜୈନ ସନ୍ନ୍ୟାସିମାନଙ୍କୁ ସମର୍ପିତ କରିଥିଲେ।
ଆଜି ଉଦଘାଟନୀ ସନ୍ଧ୍ୟାରେ ଅତିଥି ଭାବେ ଯୋଗ ଦେଇଥିଲେ ପର୍ଯ୍ୟଟନମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ବିଜୟ କୁମାର ମହାନ୍ତି, ପୂର୍ବତନ ଭୁବନେଶ୍ୱର ମେୟର ଅନନ୍ତ ନାରାୟଣ ଜେନା, ସୁଜିତ ସ୍ୱାଇଁ, ଦିଲ୍ଲୀପ ମାଝୀ, ଅସ୍ୱନୀ ସୁନ୍ଦରାୟ ଓ ହୃଦୟବଲ୍ଲବ ସୁନ୍ଦରାଏଙ୍କ ସହିତ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ବିଜୟ କୁମାର ନାୟକ, ପର୍ଯ୍ୟଟନ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଉତ୍ପଳ କୁମାର ପତି, ପର୍ଯ୍ୟଟନ ଅଧିକାରୀ ରତିକାନ୍ତ ପଟ୍ଟନାୟକ ଓ ଅଜୟ କୁମାର ରାଉତ ପ୍ରମୁଖ ଯୋଗଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।