କାର୍‌ରେ ଯୁବତୀଙ୍କୁ ଦୁଷ୍କର୍ମ ପରେ ଫିଙ୍ଗିଦେବା ଘଟଣା: ଅଭିଯୁକ୍ତ ଅଟକ, କାର ଜବତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତକାଲି ସନ୍ଧ୍ୟାରେ କାର୍‌ରେ ଜଣେ ଯୁବତୀଙ୍କୁ ଦୁଷ୍କର୍ମ ପରେ ଖୋର୍ଦ୍ଧା ପିଏନ୍‌ କଲେଜ ସମ୍ମୁଖରେ ଫିଙ୍ଗିଦେବା ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା କରୁଛି ପୁଲିସ୍‌ । ଏନେଇ ଟ୍ୱିଟ୍‌ କରି ଭୁବନେଶ୍ୱର ଡିସିପି ସୂଚନା ଦେଇଛନ୍ତି। ସେ ଟ୍ୱିଟ୍‌ରେ ଲେଖିଛନ୍ତି,“ଏହି ଘଟଣାରେ ଅଭିଯୁକ୍ତକୁ ଅଟକ ରଖାଯିବା ସହ କାର୍‌କୁ ମଧ୍ୟ ଜବତ କରାଯାଇଛି। ଏହି ମାମଲାକୁ ଖୋର୍ଦ୍ଧାରୁ ଖଣ୍ଡଗିରି ଥାନାକୁ ସ୍ଥାନାନ୍ତର କରାଯାଇଛି। ବରିଷ୍ଠ ଅଧିକାରୀମାନେ ତଦନ୍ତକୁ ମନିଟର୍ କରୁଛନ୍ତି।” ଅନ୍ୟପକ୍ଷରେ […]

khurdha

khurdha

Jyoshna Pradhan
  • Published: Thursday, 07 November 2019
  • Updated: 07 November 2019, 02:35 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତକାଲି ସନ୍ଧ୍ୟାରେ କାର୍‌ରେ ଜଣେ ଯୁବତୀଙ୍କୁ ଦୁଷ୍କର୍ମ ପରେ ଖୋର୍ଦ୍ଧା ପିଏନ୍‌ କଲେଜ ସମ୍ମୁଖରେ ଫିଙ୍ଗିଦେବା ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା କରୁଛି ପୁଲିସ୍‌ । ଏନେଇ ଟ୍ୱିଟ୍‌ କରି ଭୁବନେଶ୍ୱର ଡିସିପି ସୂଚନା ଦେଇଛନ୍ତି। ସେ ଟ୍ୱିଟ୍‌ରେ ଲେଖିଛନ୍ତି,“ଏହି ଘଟଣାରେ ଅଭିଯୁକ୍ତକୁ ଅଟକ ରଖାଯିବା ସହ କାର୍‌କୁ ମଧ୍ୟ ଜବତ କରାଯାଇଛି। ଏହି ମାମଲାକୁ ଖୋର୍ଦ୍ଧାରୁ ଖଣ୍ଡଗିରି ଥାନାକୁ ସ୍ଥାନାନ୍ତର କରାଯାଇଛି। ବରିଷ୍ଠ ଅଧିକାରୀମାନେ ତଦନ୍ତକୁ ମନିଟର୍ କରୁଛନ୍ତି।” ଅନ୍ୟପକ୍ଷରେ ମହିଳା କମିଶନ ଟିମ୍‌ ଖଣ୍ଡଗିରି ଥାନାରେ ପହଞ୍ଚି ପୀଡ଼ିତା ଓ ପୁଲିସ୍ ସହ ଆଲୋଚନା କରିଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, ଗତକାଲି ସନ୍ଧ୍ୟାରେ ପିଏନ୍ କଲେଜ ସମ୍ମୁଖରୁ ମୁର୍ମୁଷ ଅବସ୍ଥାରେ ଜଣେ ଯୁବତୀଙ୍କୁ ଉଦ୍ଧାର କରାଯାଇଥିଲା।  ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ, ଉକ୍ତ ଯୁବତୀଙ୍କୁ ଏକ କାର୍‌ରୁ ବାହାରକୁ ଠେଲି ଦିଆଯାଇଥିଲା। ଖବର ପାଇ ଅଗ୍ନିଶମ ବାହିନୀ  କର୍ମଚାରୀ ଯୁବତୀଙ୍କୁ ଉଦ୍ଧାର କରି ଖୋର୍ଦ୍ଧା ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ତେବେ ତାଙ୍କୁ ଦୁଷ୍କର୍ମ କରାଯାଇଥିବା ନେଇ ଯୁବତୀ ଜଣକ ଅଭିଯୋଗ କରିଥିଲେ। ଖୋର୍ଦ୍ଧା ଏସ୍‌ପି ରାତିରେ ଡାକ୍ତରଖାନାରେ ପହଞ୍ଚି ଯୁବତୀଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିବା ସହ ଘଟଣା ସମ୍ପର୍କରେ ତାଙ୍କୁ ପଚରାଉଚରା କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story