Advertisment

ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

ଏହି ସମାରୋହରେ ରାଜ୍ୟପାଳ ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଉତ୍ସବରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

republicday

republic day

Advertisment

ସାରା ଦେଶ ଆଜି ପାଳନ କରୁଛି ୭୪ତମ ସାଧାରଣତନ୍ତ୍ର ଦିବସ। ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ଆୟୋଜିତ ହୋଇଯାଇଛି। ଏହି ସମାରୋହରେ ରାଜ୍ୟପାଳ ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଉତ୍ସବରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Advertisment

ରାଜ୍ୟସ୍ତରୀୟ ପରେଡ୍ ଲାଗି ଭୁବନେଶ୍ୱରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ଗାନ୍ଧି ମାର୍ଗକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାକୁ ସିଲ୍ କରାଯାଇଥିଲା। ଏଥରର ପରେଡର ନେତୃତ୍ୱ ନେଇଥିଲେ କେସିଙ୍ଗାର SDPO ୟସ ପ୍ରତାପ ଶ୍ରୀମାଲ । ଚଳିତ ବର୍ଷ ପ୍ରଥମ ଥର ପାଇଁ ଆନ୍ଧ୍ର ପୁଲିସର ଏକ ଟ୍ରୁପ୍ ପରେଡରେ ସାମିଲ ହୋଇଥିଲା।

ଏହାବ୍ୟତୀତ ବାଇକ୍‌ରେ ଡେୟାରଡେଭିଲ ଦୁଃସାହାସିକ କଳା ପ୍ରଦର୍ଶନ ସମେତ ଓଡିଶା ସରକାରଙ୍କର ପ୍ରମୁଖ ବିଭାଗର ୮ଟି ପ୍ରଜ୍ଞାପନ ମେଢ ଓ ସ୍କେଟିଂ ଏକାଡେମୀ ପକ୍ଷରୁ ସ୍କେଟିଂ କରାଯାଇଥିଲା । ରାଜ୍ୟର ଲୋକ କଳା, ପାରମ୍ପରିକ ବାଦ୍ୟ ମଧ୍ୟ ପ୍ରଦର୍ଶିତ ହୋଇଥିଲା।

Advertisment
Republic Day
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe