Advertisment

ବଟାନିକାଲ୍ ଗାର୍ଡେନରେ ଲାଗିଲା ନିଆଁ

ଭୁବନେଶ୍ୱର: ନନ୍ଦନକାନନର ବଟାନିକାଲ୍ ଗାର୍ଡେନରେ ଭୋଜି ଚାଲିଥିବା ବେଳେ ଆଜି ନିଆଁ ଲାଗିଥିବା ଜଣାଯାଇଛି।  ଗାର୍ଡେନର ଜଙ୍ଗଲିଆ ଅଞ୍ଚଳରେ ନିଆଁ ଲାଗିଛି । ନିଆଁ ଲିଭା କାର୍ଯ୍ୟରେ ୨ଟି ଦମକଳ ଗାଡ଼ି ନିୟୋଜିତ ଅଛନ୍ତି।  ନିଆଁରେ କୌଣସି କ୍ଷୟକ୍ଷତି ହୋଇ ନଥିବା ସୂଚନା ମିଳିଛି। ଭୋଜି କରୁଥିବା ବେଳେ ଭୋଜି ପିଣ୍ଡିରୁ ନିଆଁ ବ୍ୟାପିଥିବା ଆଶଙ୍କା କରାଯାଉଛି।

ଅଦ୍ୟତନ ହୋଇଛି
ବଟାନିକାଲ୍ ଗାର୍ଡେନରେ ଲାଗିଲା ନିଆଁ

fire

Advertisment

ଭୁବନେଶ୍ୱର: ନନ୍ଦନକାନନର ବଟାନିକାଲ୍ ଗାର୍ଡେନରେ ଭୋଜି ଚାଲିଥିବା ବେଳେ ଆଜି ନିଆଁ ଲାଗିଥିବା ଜଣାଯାଇଛି।  ଗାର୍ଡେନର ଜଙ୍ଗଲିଆ ଅଞ୍ଚଳରେ ନିଆଁ ଲାଗିଛି । ନିଆଁ ଲିଭା କାର୍ଯ୍ୟରେ ୨ଟି ଦମକଳ ଗାଡ଼ି ନିୟୋଜିତ ଅଛନ୍ତି।  ନିଆଁରେ କୌଣସି କ୍ଷୟକ୍ଷତି ହୋଇ ନଥିବା ସୂଚନା ମିଳିଛି। ଭୋଜି କରୁଥିବା ବେଳେ ଭୋଜି ପିଣ୍ଡିରୁ ନିଆଁ ବ୍ୟାପିଥିବା ଆଶଙ୍କା କରାଯାଉଛି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe