ଖୋର୍ଦ୍ଧା ଓ ବାଲେଶ୍ୱରରେ ବିଜେପିର ବିକ୍ଷୋଭ

ଭୁବନେଶ୍ୱର: ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ଓ ସ୍ୱାସ୍ଥ୍ୟସେବା, ଚାଷୀଙ୍କୁ ବୀମା ସହାୟତା ଓ ବିଭିନ୍ନ କ୍ଷେତ୍ରରେ ହେଉଥିବା ଦୁର୍ନୀତିର ତଦନ୍ତ ଭଳି ୧୦ ଦଫା ଦାବି ନେଇ ଖୋର୍ଦ୍ଧା ଜିଲ୍ଲାରେ ଆଜି ବିଜେପି ପକ୍ଷରୁ କରାଯାଇଥିବା ଆନ୍ଦୋଳନ ଉଗ୍ରରୂପ ନେଇଥିଲା। ବିଜେପି କର୍ମୀମାନେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଧସେଇ ପଶିବାକୁ ଚେଷ୍ଟା କରିବା ବେଳେ ପୋଲିସ ସହ ଠେଲାପେଲା ଓ ଧସ୍ତାଧସ୍ତି ହୋଇଥିଲା। ପରେ ବିଜେପି ନେତା ଓ କର୍ମୀମାନେ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ। ଜିଲ୍ଲା […]

bjp

bjp

Rakesh Mallick
  • Published: Tuesday, 25 October 2016
  • Updated: 25 October 2016, 09:46 PM IST

Sports

Latest News

ଭୁବନେଶ୍ୱର: ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ଓ ସ୍ୱାସ୍ଥ୍ୟସେବା, ଚାଷୀଙ୍କୁ ବୀମା ସହାୟତା ଓ ବିଭିନ୍ନ କ୍ଷେତ୍ରରେ ହେଉଥିବା ଦୁର୍ନୀତିର ତଦନ୍ତ ଭଳି ୧୦ ଦଫା ଦାବି ନେଇ ଖୋର୍ଦ୍ଧା ଜିଲ୍ଲାରେ ଆଜି ବିଜେପି ପକ୍ଷରୁ କରାଯାଇଥିବା ଆନ୍ଦୋଳନ ଉଗ୍ରରୂପ ନେଇଥିଲା। ବିଜେପି କର୍ମୀମାନେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଧସେଇ ପଶିବାକୁ ଚେଷ୍ଟା କରିବା ବେଳେ ପୋଲିସ ସହ ଠେଲାପେଲା ଓ ଧସ୍ତାଧସ୍ତି ହୋଇଥିଲା। ପରେ ବିଜେପି ନେତା ଓ କର୍ମୀମାନେ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ।

ଜିଲ୍ଲା ବିଜେପି ସଭାପତି ସୁବାସ ଜେନାଙ୍କ ନେତୃତ୍ୱରେ ଆୟୋଜିତ ସମାବେଶରେ ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ, ଚିଲିକା ବିଧାୟକ ବିଭୂତି ହରିଚନ୍ଦନ, ଖୋର୍ଦ୍ଧା ପୂର୍ବତନ ବିଧାୟକ ଜିତୁ ମିତ୍ର ପ୍ରମୁଖ ସାମିଲ ହୋଇଥିଲେ।

ସେହିପରି ବାଲେଶ୍ୱର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ମଧ୍ୟ ବିଜେପି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ରାଜ୍ୟ ସଭାପତି ବସନ୍ତ ପଣ୍ଡା, ବରିଷ୍ଠ ବିଜେପି ନେତା ସମୀର ଦେ, ପ୍ରତାପ ଷଡ଼ଙ୍ଗୀ, ମନମୋହନ ସାମଲ, ଜିଲ୍ଲା ସଭାପତି ମଦନମୋହନ ଦତ୍ତଙ୍କ ନେତୃତ୍ୱରେ ହଜାର ହଜାର କର୍ମୀ ଶୋଭାଯାତ୍ରାରେ ସହର ପରିକ୍ରମା କରିଥିଲେ। ପରେ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା।

ଲୋକଙ୍କ ସମସ୍ୟାର ସମାଧାନ ନ ହେବା ପର୍ଯ୍ୟନ୍ତ ବିଜେପି ତା’ର ଆନ୍ଦୋଳନ ଜାରି ରଖିବ ବୋଲି ରାଜ୍ୟ ସଭାପତି ପଣ୍ଡା କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story