ଖୋର୍ଦ୍ଧା: ଟ୍ୟାଙ୍କର ଧକ୍କାରେ ଦୁଇ ବାଇକ୍‌ ଆରୋହୀ ମୃତ

ଭୁବନେଶ୍ୱର: ଆଜି ଖୋର୍ଦ୍ଧା ଜିଲ୍ଲା ଜଟଣୀ ନିକଟରେ ଘଟିଥିବା ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଧିରଜ କୁମାର ଓ ନୀରଜ କୁମାର। ଛାତ୍ର ଦ୍ୱୟ ବାଇକ୍‌ରେ ଆସୁଥିବା ବେଳେ ଗ୍ୟାସ୍‌ ଟ୍ୟାଙ୍କର ସେମାନଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ସେମାନଙ୍କ ମୃତ୍ୟୁ ଘଟିଥିଲା। ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

2 death

Rakesh Mallick
  • Published: Tuesday, 30 August 2016
  • , Updated: 30 August 2016, 09:32 PM IST

ଭୁବନେଶ୍ୱର: ଆଜି ଖୋର୍ଦ୍ଧା ଜିଲ୍ଲା ଜଟଣୀ ନିକଟରେ ଘଟିଥିବା ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଧିରଜ କୁମାର ଓ ନୀରଜ କୁମାର।

ଛାତ୍ର ଦ୍ୱୟ ବାଇକ୍‌ରେ ଆସୁଥିବା ବେଳେ ଗ୍ୟାସ୍‌ ଟ୍ୟାଙ୍କର ସେମାନଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ସେମାନଙ୍କ ମୃତ୍ୟୁ ଘଟିଥିଲା। ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

Related story