କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ଗଞ୍ଜାମକୁ ଟପିଲା ଖୋର୍ଦ୍ଧା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ଗଞ୍ଜାମ ଜିଲ୍ଲାକୁ ଟପି ଯାଇଛି ଖୋର୍ଦ୍ଧା। ଗୋଟିଏ ଦିନରେ ୮୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ସହିତ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୯, ୭୪୦ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୧୨,୪୫୫ ଜଣ ସୁସ୍ଥ ହୋଇସାରିଛନ୍ତି। ୭,୨୦୩ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ଖୋର୍ଦ୍ଧାରେ ୭୨ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ବି ଘଟିଛି। ତା’ସହିତ ଜିଲ୍ଲାରେ ଆଉ ୧୦ କରୋନା ଆକ୍ରାନ୍ତଙ୍କର ଅନ୍ୟାନ୍ୟ କାରଣରୁ […]

odisha1

odisha1

Jitendra Garnayak
  • Published: Friday, 04 September 2020
  • Updated: 04 September 2020, 12:44 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ଗଞ୍ଜାମ ଜିଲ୍ଲାକୁ ଟପି ଯାଇଛି ଖୋର୍ଦ୍ଧା। ଗୋଟିଏ ଦିନରେ ୮୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ସହିତ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୯, ୭୪୦ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୧୨,୪୫୫ ଜଣ ସୁସ୍ଥ ହୋଇସାରିଛନ୍ତି। ୭,୨୦୩ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ଖୋର୍ଦ୍ଧାରେ ୭୨ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ବି ଘଟିଛି। ତା’ସହିତ ଜିଲ୍ଲାରେ ଆଉ ୧୦ କରୋନା ଆକ୍ରାନ୍ତଙ୍କର ଅନ୍ୟାନ୍ୟ କାରଣରୁ ମୃତ୍ୟୁ ଘଟିଛି।

ଅନ୍ୟପକ୍ଷରେ ଆଜି ଆସିଥିବା ରିପୋର୍ଟରେ ଗଞ୍ଜାମ ଜିଲ୍ଲାରେ ମାତ୍ର ୯୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ସହିତ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮,୪୨୨ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୭,୧୬୨ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୦୭୩ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ଜିଲ୍ଲାରେ କରୋନାରେ ୧୯୯ ଜଣଙ୍କ ମୃତ୍ୟୁ ଘଟିଛି, ଯାହା ରାଜ୍ୟରେ ସର୍ବାଧିକ। ଏଠାରେ ଆଉ ୮ କରୋନା ଆକ୍ରାନ୍ତଙ୍କର ଅନ୍ୟାନ୍ୟ କାରଣରୁ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୧୬,୬୭୮ରେ ପହଞ୍ଚିଥିବା ବେଳେ ୮୭,୩୫୧ ସୁସ୍ଥ ହୋଇସାରିଲେଣି। ୨୮,୭୪୩ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ୫୩୧ ଜଣଙ୍କର ମୃତ୍ୟୁ ହୋଇସାରିଲାଣି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story