ଖୋର୍ଦ୍ଧା: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ପୋଖରିଆରେ ଯୁବକଙ୍କୁ ହତ୍ୟା

ଖୋର୍ଦ୍ଧା: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଖୋର୍ଦ୍ଧା ଜିଲ୍ଲା ବଡ଼ପୋଖରିଆରେ ଚିତ୍ରସେନ ନାମକ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ସଂଘବଦ୍ଧ ଭାବେ ଦୁର୍ବୃତ୍ତମାନେ ତାଙ୍କୁ ଆକ୍ରମଣ କରି ହତ୍ୟା କରିଛନ୍ତି। ଆକ୍ରମଣକାରୀମାନେ ବିଭିନ୍ନ ମାରଣାସ୍ତ୍ରରେ ଆକ୍ରମଣ କରିବା ସହ ଚିତ୍ରସେନଙ୍କୁ ଗୁଳି ମାରିଛନ୍ତି। ଘଟଣା ସ୍ଥଳରେ ତାଙ୍କ ବାଇକ୍‌ ପଡି ରହିଛି। ଏହାକୁ ନେଇ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି।

murder

Rakesh Mallick
  • Published: Friday, 31 March 2017
  • , Updated: 31 March 2017, 01:11 PM IST

ଖୋର୍ଦ୍ଧା: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଖୋର୍ଦ୍ଧା ଜିଲ୍ଲା ବଡ଼ପୋଖରିଆରେ ଚିତ୍ରସେନ ନାମକ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ସଂଘବଦ୍ଧ ଭାବେ ଦୁର୍ବୃତ୍ତମାନେ ତାଙ୍କୁ ଆକ୍ରମଣ କରି ହତ୍ୟା କରିଛନ୍ତି।

ଆକ୍ରମଣକାରୀମାନେ ବିଭିନ୍ନ ମାରଣାସ୍ତ୍ରରେ ଆକ୍ରମଣ କରିବା ସହ ଚିତ୍ରସେନଙ୍କୁ ଗୁଳି ମାରିଛନ୍ତି। ଘଟଣା ସ୍ଥଳରେ ତାଙ୍କ ବାଇକ୍‌ ପଡି ରହିଛି। ଏହାକୁ ନେଇ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି।

Related story