ଖୋର୍ଦ୍ଧା: ଟ୍ରକ୍‌-ସ୍କର୍ପିଓ ଧକ୍କା, ୩ ମୃତ

ଖୋର୍ଦ୍ଧା: ବଡ଼ପୋଖରୀଆ ନିକଟ ସୁନେଇ ରୂପେଇ ଛକରେ ଆଜି ଏକ ମାଲ୍‌ ବୋଝେଇ ଟ୍ରକ୍‌ ଓ ସ୍କର୍ପିଓ ମଧ୍ୟରେ ଧକ୍କା ହୋଇ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକମାନଙ୍କ ପରିଚୟ ମିଳିପାରି ନାହିଁ। ଆହତମାନଙ୍କୁ ପ୍ରଥମେ ଖୋର୍ଦ୍ଧା ଓ ପରେ ଭୁବନେଶ୍ୱର ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।  ଜଙ୍କଆ ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

khordha

Rakesh Mallick
  • Published: Sunday, 03 July 2016
  • , Updated: 03 July 2016, 06:35 PM IST

ଖୋର୍ଦ୍ଧା: ବଡ଼ପୋଖରୀଆ ନିକଟ ସୁନେଇ ରୂପେଇ ଛକରେ ଆଜି ଏକ ମାଲ୍‌ ବୋଝେଇ ଟ୍ରକ୍‌ ଓ ସ୍କର୍ପିଓ ମଧ୍ୟରେ ଧକ୍କା ହୋଇ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକମାନଙ୍କ ପରିଚୟ ମିଳିପାରି ନାହିଁ।

ଆହତମାନଙ୍କୁ ପ୍ରଥମେ ଖୋର୍ଦ୍ଧା ଓ ପରେ ଭୁବନେଶ୍ୱର ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।  ଜଙ୍କଆ ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Related story