ଖୋର୍ଦ୍ଧା: ଦଣ୍ଡିଲୋ ଗାଁରେ ଗ୍ୟାସ୍ ସିଲିଣ୍ଡର ଲିକରୁ ଅଗ୍ନିକାଣ୍ଡ,୬ ଆହତ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବାଲିଅନ୍ତା ବ୍ଲକ୍ ଦଣ୍ଡିଲୋ ଗାଁରେ ଗ୍ୟାସ୍ ସିଲିଣ୍ଡର ଲିକରୁ ଅଗ୍ନିକାଣ୍ଡ ଘଟିଛି। ଏହି ଦୁର୍ଘଟଣାର ୬ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ଏମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି।

gas born

Rakesh Mallick
  • Published: Saturday, 22 August 2015
  • , Updated: 22 August 2015, 10:32 AM IST

Related story