ବୋଲଗଡ଼ ତହସିଲଦାରଙ୍କୁ ବିଧାୟକଙ୍କ ମାଡ଼ ଘଟଣା: ବିଜେପି ମହିଳା ମୋର୍ଚ୍ଚାର ନୀରବ ଶୋଭାଯାତ୍ରା

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ତହସିଲଦାରଙ୍କୁ ବେଗୁନିଆ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ମାଡ଼ ମାରିବା ଘଟଣାର ପ୍ରତିବାଦରେ ରାସ୍ତାକୁ ଓହ୍ଲାଇଛି ବିଜେପି ମହିଳା ମୋର୍ଚ୍ଚା। ଆଜି ମହିଳା ମୋର୍ଚ୍ଚାର କର୍ମକର୍ତ୍ତାମାନେ ମୁହଁରେ କଳାପଟି ବାନ୍ଧି ନୀରବ ଶୋଭାଯାତ୍ରା କରିଛନ୍ତି। ଦିନକୁ ଦିନ ମହିଳାଙ୍କ ଉପରେ ନିର୍ଯାତନା ବଢ଼ିଚାଲିଥିବା ବେଳେ ରାଜ୍ୟ ସରକାର ସେମାନଙ୍କୁ ସୁରକ୍ଷା ଦେବାରେ ଅସମର୍ଥ ହୋଇଛନ୍ତି ବୋଲି ଅଭିଯୋଗ କରିଛନ୍ତି। କାର୍ଯ୍ୟରତ ଜଣେ ମହିଳା ତହସିଲଦାରଙ୍କୁ ମାଡ଼ ଘଟଣାରେ ଏଯାଏଁ କାହିଁକି ଏତଲା ରୁଜୁ ହୋଇନି […]

bjp-women-2

bjp-women-2

Rakesh Mallick
  • Published: Wednesday, 02 November 2016
  • Updated: 02 November 2016, 10:47 PM IST

Sports

Latest News

bjp-women-2ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ତହସିଲଦାରଙ୍କୁ ବେଗୁନିଆ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ମାଡ଼ ମାରିବା ଘଟଣାର ପ୍ରତିବାଦରେ ରାସ୍ତାକୁ ଓହ୍ଲାଇଛି ବିଜେପି ମହିଳା ମୋର୍ଚ୍ଚା। ଆଜି ମହିଳା ମୋର୍ଚ୍ଚାର କର୍ମକର୍ତ୍ତାମାନେ ମୁହଁରେ କଳାପଟି ବାନ୍ଧି ନୀରବ ଶୋଭାଯାତ୍ରା କରିଛନ୍ତି। ଦିନକୁ ଦିନ ମହିଳାଙ୍କ ଉପରେ ନିର୍ଯାତନା ବଢ଼ିଚାଲିଥିବା ବେଳେ ରାଜ୍ୟ ସରକାର ସେମାନଙ୍କୁ ସୁରକ୍ଷା ଦେବାରେ ଅସମର୍ଥ ହୋଇଛନ୍ତି ବୋଲି ଅଭିଯୋଗ କରିଛନ୍ତି।

କାର୍ଯ୍ୟରତ ଜଣେ ମହିଳା ତହସିଲଦାରଙ୍କୁ ମାଡ଼ ଘଟଣାରେ ଏଯାଏଁ କାହିଁକି ଏତଲା ରୁଜୁ ହୋଇନି ଏବଂ ମାଡ଼ ମାରିଥିବା ବିଧାୟକଙ୍କ ବିରୋଧରେ କଣ ପାଇଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନି ବୋଲି ମହିଳା ମୋର୍ଚ୍ଚା ପ୍ରଶ୍ନ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story