ଖୋର୍ଦ୍ଧା(ଓଡ଼ିଶା ରିପୋର୍ଟର):ଖୋର୍ଦ୍ଧା LIC ପଡ଼ିଆ ନିକଟରେ ଏନ୍କାଉଣ୍ଟର ଘଟଣାରେ କ୍ରାଇମବ୍ରାଞ୍ଚ ଏସଟିଏଫର ଖୋଳତାଡ଼। ଖଣି ଓ ଡ୍ରଗ ମାଫିଆଙ୍କ ସହ କ୍ରାଇମବ୍ରାଞ୍ଚ ସ୍ପେଶାଲ ଟାସ୍କ ଫୋର୍ସ ଅଧିକାରୀଙ୍କ ଗୁଳି ବିନିମୟ ବେଳେ ଗିରଫ ହୋଇଛି ଅପରାଧୀ ଜନ୍ ଖୁଣ୍ଟିଆ। ଏହି ଘଟଣାରେ ୩ରୁ ୪ ଜଣ ଖସି ପଳାଇଛନ୍ତି। ମୋଷ୍ଟ ଓ୍ୱାଣ୍ଟେଡ ଅପରାଧୀ ସଂଜୟ ପ୍ରଧାନ ଫେରାର ହୋଇଯାଇଛି।
ସେ ବ୍ରାଉନ୍ସୁଗାର କାରବାର କରେ ବୋଲି ଗିରଫ ଜନ୍ ଖୁଣ୍ଟିଆ କହିଛି। ଅପରାଧୀମାନେ ଆଖପାଖରେ ଲୁଚି ରହିଥିବା ସନ୍ଦେହରେ ସର୍ଚ୍ଚ ଅପରେସନ କରିଛି କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାକ୍ସ ଫୋର୍ସ। ପୁରା ଘଟଣା ସମ୍ପର୍କରେ ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଏସଟିଏଫ ଏସ୍ପି ରାହୁଲ ପିଆର।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
୩୦ଫୁଟ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଚାପି ହୋଇଗଲେ ଡ୍ରାଇଭର
୩୦ଫୁଟ୍ ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍ । ଟ୍ରକ ଭିତରେ ଚାପି ହୋଇ ରହିଛି ଚାଳକଙ୍କ ମୃତଦେହ ।
Accident
ଗଛରେ ପିଟି ହେଲା ବାଇକ୍, ଚାଲିଗଲା ଜଣଙ୍କ ଜୀବନ
ଗଛରେ ପିଟି ହୋଇଗଲା ବାଇକ୍। ଆଉ ଦୁଇ ବାଇକ୍ ଚାଳକଙ୍କ ମଧ୍ୟରୁ ଜଣେ ଆଖି ବୁଜିଥିବା ବେଳେ ଆଉ ଜଣେ ମରଣ ସହ ସଂଘର୍ଷ କରୁଛନ୍ତି।
Science & Environment
୬ ଥିଲା ୧୨ରେ ପହଞ୍ଚିଲା; ୩ ବର୍ଷରେ ଦୁଇ ଗୁଣା ବଢିଛି ବାଘ ସଂଖ୍ୟା
୨୦୨୧ ମସିହାରେ ଢେଙ୍କାନାଳର ବିଭିନ୍ନ ଜଙ୍ଗଲରେ କଲରାପତରିଆ ବାଘ ସଂଖ୍ୟା ୬ ଥିବା ବେଳେ ଏବେ ତାହା ବୃଦ୍ଧି ପାଇ ୧୨ରେ ପହଞ୍ଚିଛି। ଯାହା ଜଙ୍ଗଲ ବିଭାଗ ପାଇଁ ଆଣିଛି ଖୁସି ଖବର।
Weather
ଆଜିଠୁ ବଦଳିବ ପାଗ; କମିବ ବର୍ଷା, ବଢ଼ିବ କୁହୁଡି
କମିବ ବର୍ଷା, ବଢ଼ିବ କୁହୁଡି। ରାଜ୍ୟରେ ଆଜିଠୁ ବର୍ଷାର ପରିମାଣ ସାମାନ୍ୟ କମିବାକୁ ଥିବା ବେଳେ କାଲିଠୁ ସମ୍ପୂର୍ଣ୍ଣ ବର୍ଷା କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
Politics
ଶେଷରେ ନବୀନଙ୍କୁ ବି ଛାଡ଼ିଲେନି ପାଣ୍ଡିଆନ, କହିଲେ ଓଡ଼ିଶାରେ ଓଡ଼ିଆ କହିବା ଜରୁରୀ
ବିଜେଡିର ପ୍ରତିଷ୍ଠା ଦିବସର ଠିକ୍ ଦିନକ ପୂର୍ବରୁ ଏଭଳି ପୋଷ୍ଟ କରାଗଲା କାହିଁକି? ସକ୍ରିୟ ରାଜନୀତିରୁ ସନ୍ୟାସ ନେଇଥିବା ପାଣ୍ଡିଆନ କ’ଣ ପୁଣିଥରେ ବିଜେଡିରେ ସକ୍ରିୟ ହୋଇ ଆଗକୁ ଆସିବାକୁ ଚାହୁଁଛନ୍ତି କି?