ବସ୍‌ ଦୁର୍ଘଟଣାଗ୍ରସ୍ତ, ୪୦ରୁ ଅଧିକ ଯାତ୍ରୀ ଆହତ

ଖୋର୍ଦ୍ଧା: ଆଜି ଭୁବନେଶ୍ୱରରୁ ଖୋର୍ଦ୍ଧା ଯାଉଥିବା ଏକ ଯାତ୍ରୀବାହୀ ବସ୍‌ ସାରୁଅ ନିକଟସ୍ଥରେ ସମ୍ମୁଖରୁ ଆସୁଥିବା ବାଇକ୍‌କୁ ଧକ୍କା ଦେଇ ଖସି ପଡ଼ିଥିଲା। ଫଳରେ ୪୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

khurda-accident

Rakesh Mallick
  • Published: Saturday, 24 December 2016
  • , Updated: 24 December 2016, 08:43 PM IST

Related story