ଖୋର୍ଦ୍ଧା (ବଳରାମ ଲେଙ୍କା): ଖୋର୍ଦ୍ଧା ଏସ୍ପିଙ୍କ କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିବା ଜଣେ ସବ୍ଇନ୍ସପେକ୍ଟରଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ତାଙ୍କ ନାଁ ବନମାଳି ନାୟକ। ତାଙ୍କର ଆହୁରି ୪ ବର୍ଷ ଚାକିରି ବାକି ଥିଲା।
ଏ ନେଇ ଖୋର୍ଦ୍ଧା ଏସ୍ପି କହିଛନ୍ତି, ପୁଲିସ୍ ବିଭାଗରେ କାର୍ଯ୍ୟ କରିବା ପାଇଁ ସେ ବିଶ୍ୱାସନୀୟତା ହରାଇ ସାରିଥିଲେ। ତେଣୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ବିଭାଗୀୟ ରିଭ୍ୟୁ ପରେ ଏହି ନିଷ୍ପତ୍ତି ନିଆଯାଇଛି।
ଦୁର୍ନୀତିଖୋର୍ ଅଧିକାରୀଙ୍କୁ ସାବାଡ଼ କରିବାକୁ ଆଗକୁ ମଧ୍ୟ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସ୍ପି କହିଛନ୍ତି।
ସୂଚନାଯୋଗ୍ୟ, ବନମାଳିଙ୍କ ନାଁରେ ୨ଟି ଭିଜିଲାନ୍ସ ମାମଲା ରହିଛି। ସେ ପୁରୀ ଓ ଖୋର୍ଦ୍ଧାରେ ସବ୍ଇନ୍ସପେକ୍ଟର ଭାବେ କାର୍ଯ୍ୟ କରୁଥିବା ବେଳେ ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଶେଷରେ ନବୀନଙ୍କୁ ବି ଛାଡ଼ିଲେନି ପାଣ୍ଡିଆନ, କହିଲେ ଓଡ଼ିଶାରେ ଓଡ଼ିଆ କହିବା ଜରୁରୀ
ବିଜେଡିର ପ୍ରତିଷ୍ଠା ଦିବସର ଠିକ୍ ଦିନକ ପୂର୍ବରୁ ଏଭଳି ପୋଷ୍ଟ କରାଗଲା କାହିଁକି? ସକ୍ରିୟ ରାଜନୀତିରୁ ସନ୍ୟାସ ନେଇଥିବା ପାଣ୍ଡିଆନ କ’ଣ ପୁଣିଥରେ ବିଜେଡିରେ ସକ୍ରିୟ ହୋଇ ଆଗକୁ ଆସିବାକୁ ଚାହୁଁଛନ୍ତି କି?
Miscellaneous
ସରକାରୀ ଯୋଜନାରୁ ବାଦ୍ ପଡ଼ିବେ ଅଯୋଗ୍ୟ ଚାଷୀ: ପ୍ରକୃତ ଚାଷୀ ଖୋଜିବାକୁ ନୂଆ ବର୍ଷରୁ ପଞ୍ଜୀକରଣ
ପୁରୁଣା ସରକାରରେ ଅଣଚାଷୀ ଓ ଦଳୀୟ ଭିତ୍ତିରେ ଚାଷୀଙ୍କ ପାଇଁ ସରକାରୀ ଯୋଜନା ବାଣ୍ଟିବା ଏକ ବଡ଼ ପ୍ରସଙ୍ଗ ଥିଲା।
Crime
ପୁଲିସ ସ୍ତ୍ରୀକୁ ମାରି ସ୍ୱାମୀର ଆତ୍ମହତ୍ୟା ଉଦ୍ୟମ
ମୃତ ମହିଳା କନଷ୍ଟେବଲ କଟକ ସାଇବର ଥାନାରେ କାର୍ଯ୍ୟ କରୁଥିଲେ।
Crime
ଡିଡିଟାଲ ଆରେଷ୍ଟର ମିଛ ଫାଶରେ ପଡ଼ିଗଲେ ପୂର୍ବତନ ସେନା ଅଧିକାରୀ, ଭୟରେ ଦେଇଦେଲେ ୧ କୋଟି
ଡିଜିଟାଲ ଆରେଷ୍ଟ ନେଇ ଲୋକଙ୍କୁ ସଚେତନ କରାଯାଉଥିବା ସତ୍ତ୍ୱେ ଅନେକ ସମୟରେ ସେମାନେ ଭୟଭୀତ ହୋଇ ନିଜ ଟଙ୍କା ହରାଉଛନ୍ତି।
Crime
ଆର୍ମି ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାରେ ଦାୟର ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ
ସେନା କର୍ମଚାରୀଙ୍କୁ ଥାନାରେ କିପରି ବ୍ୟବହାର ପ୍ରଦର୍ଶନ କରାଯିବ, ସେନେଇ ରାଜ୍ୟ ସରକାର ଜାରି କରିଥିବା ଏସଓପିକୁ କଡ଼ାକଡ଼ି ପାଳନ କରିବାକୁ ହାଇକୋର୍ଟ କହିଛନ୍ତି।