ଖୋର୍ଦ୍ଧା: ଗାଡ଼ି ଧକ୍କାରେ ଜଣେ ମୃତ, କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଗଁପୁର ନିକଟରେ ଆଜି ସକାଳେ ଜଣେ ବ୍ୟକ୍ତି ରାସ୍ତା ପାର ହେଉଥିବା ବେଳେ ଅଜଣା ଗାଡ଼ି ଧକ୍କାରେ ମୃତ୍ୟୁବରଣ କରିଛନ୍ତି।ମୃତକଙ୍କ ନାଁ ପୂର୍ଣ୍ଣଚନ୍ଦ୍ର ସାହୁ। ଗାଡି ଧକ୍କା ଦେଇ ଚାଲିଯିବା ପରେ ପୂର୍ଣ୍ଣଚନ୍ଦ୍ରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ଖୋର୍ଦ୍ଧା-ବାଙ୍କୀ ରାସ୍ତା ଅବରୋଧ କରିଛନ୍ତି। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଗାଡି […]

road

road

Rakesh Mallick
  • Published: Thursday, 22 September 2016
  • Updated: 22 September 2016, 03:53 PM IST

Sports

Latest News

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଗଁପୁର ନିକଟରେ ଆଜି ସକାଳେ ଜଣେ ବ୍ୟକ୍ତି ରାସ୍ତା ପାର ହେଉଥିବା ବେଳେ ଅଜଣା ଗାଡ଼ି ଧକ୍କାରେ ମୃତ୍ୟୁବରଣ କରିଛନ୍ତି।ମୃତକଙ୍କ ନାଁ ପୂର୍ଣ୍ଣଚନ୍ଦ୍ର ସାହୁ।

ଗାଡି ଧକ୍କା ଦେଇ ଚାଲିଯିବା ପରେ ପୂର୍ଣ୍ଣଚନ୍ଦ୍ରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ଖୋର୍ଦ୍ଧା-ବାଙ୍କୀ ରାସ୍ତା ଅବରୋଧ କରିଛନ୍ତି। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଗାଡି ଅଟକି ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos