ହାତୀ ଆକ୍ରମଣରେ ବନ କର୍ମଚାରୀଙ୍କ ମୃତ୍ୟୁ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅନ୍ତର୍ଗତ ମଙ୍ଗଳାଯୋଡ଼ି ଗାଁରେ ହାତୀ ଆକ୍ରମଣରେ ଜଣେ ବନବିଭାଗ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ସୁରେନ୍ଦ୍ର ବେହେରା। ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ହାତୀ ଘଉଡ଼ାଇବା ବେଳେ ଏହି ଘଟଣା ଘଟିଥିଲା।  

elephant

Rakesh Mallick
  • Published: Tuesday, 10 January 2017
  • , Updated: 10 January 2017, 09:33 AM IST

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅନ୍ତର୍ଗତ ମଙ୍ଗଳାଯୋଡ଼ି ଗାଁରେ ହାତୀ ଆକ୍ରମଣରେ ଜଣେ ବନବିଭାଗ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ସୁରେନ୍ଦ୍ର ବେହେରା।

ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା।

ହାତୀ ଘଉଡ଼ାଇବା ବେଳେ ଏହି ଘଟଣା ଘଟିଥିଲା।

 

Related story