ଖୋର୍ଦ୍ଧାରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଜୟଦବେ ନିର୍ବାଚନ ମଣ୍ଡଳୀରେ ରକ୍ତଦାନ ଶିବିର ଜୀବନ ବିନ୍ଦୁ କାର୍ଯ୍ୟକ୍ରମର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସ୍ୱାସ୍ଥ୍ୟ ଓ କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।ଏହା ବ୍ୟତୀତ ବିଧାୟକ ଶଶିଭୂଷଣ ବେହେରା, ବିଭୂତି ବଳବନ୍ତରାୟଙ୍କ ସମେତ ବହୁ ବିଜେଡି କର୍ମକର୍ତ୍ତା ଯୋଗ ଦେଇଥିଲେ।

blood

Rakesh Mallick
  • Published: Sunday, 09 August 2015
  • , Updated: 09 August 2015, 12:07 PM IST

Related story