ଝାଡ଼ାବାନ୍ତି ନେଲା ୪ ଜୀବନ!

ରାୟଗଡ଼ା(ଓଡ଼ିଶା ରିପୋର୍ଟର): ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ ଖୁରିଗାଁରେ ଝାଡ଼ାବାନ୍ତି ଆତଙ୍କ ଦେଖାଦେଇଛି। ଗତ ୨ ଦିନରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଆକ୍ରାନ୍ତ ହୋଇଥିବା ଅଭିଯୋଗ ହୋଇଛି। ସେମାନଙ୍କୁ କାଶିପୁର ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଏହି ଖବର ପ୍ରଚାରିତ ହେବା ପରେ ଭ୍ରାମ୍ୟାମଣ ସ୍ୱାସ୍ଥ୍ୟକେନ୍ଦ୍ର ଟିମ୍‌ ଗାଁରେ ପହଞ୍ଚି ଝାଡ଼ାବାନ୍ତିରେ ଆକ୍ରାନ୍ତ ରୋଗୀଙ୍କୁ ଚିକିତ୍ସା କରୁଛି। ଝାଡ଼ାବାନ୍ତିରୁ ମୁକ୍ତି ପାଇବା ପାଇଁ ଗାଁ ଲୋକଙ୍କୁ ସଚେତନତା କରାଯାଉଥିବା ଜଣାପଡ଼ିଛି।

ଝାଡ଼ାବାନ୍ତିରେ ଗତକାଲି ଖୁରିଗାଁ ପଞ୍ଚାୟତ ଜ୍ୟୋତିଗୁଡ଼ାରେ ୨ ଜଣଙ୍କ ମୃତ୍ୟୁ ହୋଇଥିଲା। ଆଜି ଖୁରିଗାଁରେ ଆଉ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’