କ୍ରିକେଟ ଟୁନାମେଣ୍ଟ ଚାଲିଥିବା ବେଳେ ଅମ୍ପାୟାରଙ୍କୁ ହତ୍ୟା। ଛୁରା ମାଡ଼ରେ ଅମ୍ପାୟର ହୋଇଥିବା ଯୁବକ ମୃତ। କଟକ ଜିଲ୍ଲା ଚୌଦ୍ଵାର ଥାନା ଅନ୍ତର୍ଗତ ମହିଁସାଲଣ୍ଡା ପଞ୍ଚାୟତରେ ଏଭଳି ଘଟଣା ଘଟିଛି। ମୃତ ଯୁବକ ଜଣକ ମହିଂସାଲଣ୍ଡା ଗ୍ରାମର ଲକି ରାଉତ(୨୨) ବୋଲି ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।