Advertisment

ଭୁଲ ନିଷ୍ପତ୍ତି ପାଇଁ ଅମ୍ପାୟାରକୁ ହତ୍ୟା

କ୍ରିକେଟ ଟୁନାମେଣ୍ଟ ଚାଲିଥିବା ବେଳେ ଅମ୍ପାୟାରଙ୍କୁ ହତ୍ୟା। ଛୁରା ମାଡ଼ରେ ଅମ୍ପାୟର ହୋଇଥିବା ଯୁବକ ମୃତ। କଟକ ଜିଲ୍ଲା ଚୌଦ୍ଵାର ଥାନା ଅନ୍ତର୍ଗତ ମହିଁସାଲଣ୍ଡା ପଞ୍ଚାୟତରେ ଏଭଳି ଘଟଣା ଘଟିଛି। ମୃତ ଯୁବକ ଜଣକ ମହିଂସାଲଣ୍ଡା ଗ୍ରାମର ଲକି ରାଉତ(୨୨) ବୋଲି ଜଣାପଡ଼ିଛି।

Odisha Murder Cricket
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe