ନିର୍ବାଚନରେ କିନ୍ନରଙ୍କ ପାଇଁ ସଂରକ୍ଷଣ ବ୍ୟବସ୍ଥା ନେଇ ଜନସ୍ୱାର୍ଥ ମାମଲା

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନରେ କିନ୍ନରମାନଙ୍କୁ ସଂରକ୍ଷଣ ବ‍୍ୟବସ୍ଥାରେ ସାମିଲ କରିବା ଦାବିରେ ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ରୁଜୁ କରାଯାଇଛି। ଓଡ଼ିଶା କିନ୍ନର ସୁରକ୍ଷା ମହାସଂଘ ପକ୍ଷରୁ ଦାୟର ହୋଇଥିବା ଏହି ମାମଲାରେ ରାଜ୍ୟ ନିର୍ବାଚନ କମିଶନର, ମୁଖ୍ୟ ଶାସନ ସଚିବ, ପଞ୍ଚାୟତରାଜ ସଚିବଙ୍କୁ ପକ୍ଷଭୁକ୍ତ କରାଯାଇଛି। କିନ୍ନରମାନଙ୍କୁ ତୃତୀୟ ଲିଙ୍ଗର ମାନ୍ୟତା ଦେବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସେମାନଙ୍କୁ ସାଧାରଣ ନାଗରିକଙ୍କ ଭଳି ମୌଳିକ ଅଧିକାର ପ୍ରଦାନ ପାଇଁ ପଦକ୍ଷେପ ନେବାକୁ ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟ […]

highcourt

highcourt

Rakesh Mallick
  • Published: Thursday, 12 January 2017
  • Updated: 12 January 2017, 08:11 PM IST

Sports

Latest News

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନରେ କିନ୍ନରମାନଙ୍କୁ ସଂରକ୍ଷଣ ବ‍୍ୟବସ୍ଥାରେ ସାମିଲ କରିବା ଦାବିରେ ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ରୁଜୁ କରାଯାଇଛି। ଓଡ଼ିଶା କିନ୍ନର ସୁରକ୍ଷା ମହାସଂଘ ପକ୍ଷରୁ ଦାୟର ହୋଇଥିବା ଏହି ମାମଲାରେ ରାଜ୍ୟ ନିର୍ବାଚନ କମିଶନର, ମୁଖ୍ୟ ଶାସନ ସଚିବ, ପଞ୍ଚାୟତରାଜ ସଚିବଙ୍କୁ ପକ୍ଷଭୁକ୍ତ କରାଯାଇଛି।

କିନ୍ନରମାନଙ୍କୁ ତୃତୀୟ ଲିଙ୍ଗର ମାନ୍ୟତା ଦେବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସେମାନଙ୍କୁ ସାଧାରଣ ନାଗରିକଙ୍କ ଭଳି ମୌଳିକ ଅଧିକାର ପ୍ରଦାନ ପାଇଁ ପଦକ୍ଷେପ ନେବାକୁ ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟ କହିଛନ୍ତି ବୋଲି ଆବେଦନକାରୀ ଦର୍ଶାଇଛନ୍ତି। ଏସବୁ ସତ୍ତ୍ୱେ ନିର୍ବାଚନ ପ୍ରକ୍ରିୟାରେ କିନ୍ନରମାନଙ୍କୁ ନିର୍ବାଚନ ପ୍ରକ୍ରିୟାରେ ସାମିଲ କରାଯାଇ ନାହିଁ ବୋଲି ଆବେଦନକାରୀ ଅଭିଯୋଗ କରିଛନ୍ତି। ମହିଳା ତଥା ଅନ୍ୟାନ୍ୟ ସଂରକ୍ଷିତ ବର୍ଗଙ୍କ ଭଳି କିନ୍ନରମାନଙ୍କୁ ସଂରକ୍ଷଣ ଦେବାକୁ ଆବଦନକାରୀ ଦାବି କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story