ଅଜଗରକୁ ଗିଳିଲା ଅହିରାଜ

ଅନୁ଼ଗୋଳ(ବିରଜା ଦାଶ): ଚାରି ଫୁଟର ଅଜଗର ସାପକୁ ଗିଳିଲା ୧୧ଫୁଟ ଲମ୍ବର ଅହିରାଜ। ଅନୁଗୋଳ ଜିଲ୍ଲା ସାତକୋଶିଆ ଅଭୟାରଣ୍ୟର କରଡାପଡ଼ା ଗାଁରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ। ଗତକାଲି ଅଜଗର ସାପକୁ ଗିଳି ଦେଇ କରଡାପଡ଼ା ଗ୍ରାମର ଜଣେ ବ୍ୟକ୍ତିଙ୍କ ରୋଷେଇ ଘର ଭିତରକୁ ପଶି ଯାଇଥିଲା ଅହିରାଜ ସାପ। ପରିବାର ଲୋକେ ଘର ଭିତରେ ଏତେ ବଡ ସାପକୁ ଦେଖି ଭୟଭୀତ ହୋଇଯାଇଥିଲେ। ଏନେଇ ବନ ବିଭାଗକୁ ଖବର ଦେଇଥିଲେ।  ବନ ବିଭାଗ କର୍ମଚାରୀ ଓ […]

snake

snake

Tapaswini Nayak
  • Published: Tuesday, 18 January 2022
  • Updated: 18 January 2022, 11:45 AM IST

Sports

Latest News

ଅନୁ଼ଗୋଳ(ବିରଜା ଦାଶ): ଚାରି ଫୁଟର ଅଜଗର ସାପକୁ ଗିଳିଲା ୧୧ଫୁଟ ଲମ୍ବର ଅହିରାଜ। ଅନୁଗୋଳ ଜିଲ୍ଲା ସାତକୋଶିଆ ଅଭୟାରଣ୍ୟର କରଡାପଡ଼ା ଗାଁରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ।

ଗତକାଲି ଅଜଗର ସାପକୁ ଗିଳି ଦେଇ କରଡାପଡ଼ା ଗ୍ରାମର ଜଣେ ବ୍ୟକ୍ତିଙ୍କ ରୋଷେଇ ଘର ଭିତରକୁ ପଶି ଯାଇଥିଲା ଅହିରାଜ ସାପ। ପରିବାର ଲୋକେ ଘର ଭିତରେ ଏତେ ବଡ ସାପକୁ ଦେଖି ଭୟଭୀତ ହୋଇଯାଇଥିଲେ। ଏନେଇ ବନ ବିଭାଗକୁ ଖବର ଦେଇଥିଲେ।  ବନ ବିଭାଗ କର୍ମଚାରୀ ଓ ସାପ ଧରାଳି ଘଟଣାସ୍ଥଳରେ ପହଞ୍ଚି  ଅହିରାଜ ସାପକୁ  ଘର ଭିତରୁ ଉଦ୍ଧାର କରିଥିଲେ। ଉଦ୍ଧାର ପରେ ପୂର୍ବରୁ ଗିଳିଥିବା ଅଜଗର ସାପଟିକୁ ଅହିରାଜ ବାହାର କରି ଦେଇଥିଲା।

ପରବର୍ତ୍ତୀ ସମୟରେ ସାପଟିକୁ ଟିକରପଡା ବନାଞ୍ଚଳ କାର୍ଯ୍ୟାଳୟକୁ ଅଣାଯାଇଥିଲା। ଅଳ୍ପ ସମୟ ବ୍ୟବଧାନ ପରେ ଟିକରପଡ଼ା ବନାଞ୍ଚଳ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ଅହିରାଜକୁ ନିକଟସ୍ଥ ସୁରକ୍ଷିତ ପ୍ରାକୃତିକ ଜଙ୍ଗଲରେ ଛାଡ଼ି ଦିଆଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story