ଏଣିକି ସ୍କୁଲରେ ଚାଷ ହେବ, ପିଲା ଖାଇବେ !

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ସ୍କୁଲରେ ଆରମ୍ଭ କରିବାକୁ ଯାଉଛନ୍ତି Kitchen Garden Conceptd । ଭୋଜନ ଯୋଜନା ଅଧିନରେ ଏହି ଯୋଜନା ଆରମ୍ଭ ହେବ । ଏ ନେଇ ରାଜ୍ୟର ୪୩ହଜାର ସ୍କୁଲକୁ ୫ ହଜାର ଲେଖାଏଁ ଟଙ୍କା ଦିଆଯାଇଛି । ଏଥିରେ ଜିଲ୍ଲା ଉଦ୍ୟାନ କୃଷି ବିଭାଗ କିଟ୍ ଦେବ । ସ୍କୁଲ ପରିସରରେ ବିଭିନ୍ନ ପନିପରିବା ଲଗାଯିବ । ସ୍କୁଲ ଖୋଲିଲେ ସେହି ପନିପରିବାରୁ ମଧ୍ୟାହ୍ନ ଭୋଜନ ପ୍ରସ୍ତୁତ ହେବ । ବର୍ତ୍ତମାନ […]

getlargeimage-1

getlargeimage-1

Tapas Behera
  • Published: Wednesday, 16 September 2020
  • Updated: 16 September 2020, 04:53 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ସ୍କୁଲରେ ଆରମ୍ଭ କରିବାକୁ ଯାଉଛନ୍ତି Kitchen Garden Conceptd । ଭୋଜନ ଯୋଜନା ଅଧିନରେ ଏହି ଯୋଜନା ଆରମ୍ଭ ହେବ । ଏ ନେଇ ରାଜ୍ୟର ୪୩ହଜାର ସ୍କୁଲକୁ ୫ ହଜାର ଲେଖାଏଁ ଟଙ୍କା ଦିଆଯାଇଛି । ଏଥିରେ ଜିଲ୍ଲା ଉଦ୍ୟାନ କୃଷି ବିଭାଗ କିଟ୍ ଦେବ । ସ୍କୁଲ ପରିସରରେ ବିଭିନ୍ନ ପନିପରିବା ଲଗାଯିବ । ସ୍କୁଲ ଖୋଲିଲେ ସେହି ପନିପରିବାରୁ ମଧ୍ୟାହ୍ନ ଭୋଜନ ପ୍ରସ୍ତୁତ ହେବ । ବର୍ତ୍ତମାନ କେବଳ ସ୍କୁଲ କର୍ତ୍ତୃପକ୍ଷ ଏହି ଚାଷ ସ୍କୁଲ ପରିସରରେ କରିବେ । ସ୍କୁଲ ଖୋଲିଲେ, ଛାତ୍ରଛାତ୍ରୀଙ୍କୁ ବି ଏଥିରେ ସାମିଲ କରାଯିବ । ନୂତନ ଶିକ୍ଷା ନୀତି ଅନୁସାରେ, ଛାତ୍ରଛାତ୍ରୀଙ୍କୁ କୃଷି ସମ୍ପର୍କିତ ଜ୍ଞାନ ଦେବା ପାଇଁ ଏହା କରାଯାଇଛି । କେନ୍ଦୁଝର ଜିଲ୍ଲା ଗୁଡ଼ିକରେ ଏହା ଫଳପ୍ରଦ ହୋଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos