ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ସ୍କୁଲରେ ଆରମ୍ଭ କରିବାକୁ ଯାଉଛନ୍ତି Kitchen Garden Conceptd । ଭୋଜନ ଯୋଜନା ଅଧିନରେ ଏହି ଯୋଜନା ଆରମ୍ଭ ହେବ । ଏ ନେଇ ରାଜ୍ୟର ୪୩ହଜାର ସ୍କୁଲକୁ ୫ ହଜାର ଲେଖାଏଁ ଟଙ୍କା ଦିଆଯାଇଛି । ଏଥିରେ ଜିଲ୍ଲା ଉଦ୍ୟାନ କୃଷି ବିଭାଗ କିଟ୍ ଦେବ । ସ୍କୁଲ ପରିସରରେ ବିଭିନ୍ନ ପନିପରିବା ଲଗାଯିବ । ସ୍କୁଲ ଖୋଲିଲେ ସେହି ପନିପରିବାରୁ ମଧ୍ୟାହ୍ନ ଭୋଜନ ପ୍ରସ୍ତୁତ ହେବ । ବର୍ତ୍ତମାନ କେବଳ ସ୍କୁଲ କର୍ତ୍ତୃପକ୍ଷ ଏହି ଚାଷ ସ୍କୁଲ ପରିସରରେ କରିବେ । ସ୍କୁଲ ଖୋଲିଲେ, ଛାତ୍ରଛାତ୍ରୀଙ୍କୁ ବି ଏଥିରେ ସାମିଲ କରାଯିବ । ନୂତନ ଶିକ୍ଷା ନୀତି ଅନୁସାରେ, ଛାତ୍ରଛାତ୍ରୀଙ୍କୁ କୃଷି ସମ୍ପର୍କିତ ଜ୍ଞାନ ଦେବା ପାଇଁ ଏହା କରାଯାଇଛି । କେନ୍ଦୁଝର ଜିଲ୍ଲା ଗୁଡ଼ିକରେ ଏହା ଫଳପ୍ରଦ ହୋଇଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।