ଜାଣନ୍ତୁ, ‘ଫୋନି’ ଯୋଗୁ କେଉଁଠି କେତେ ବେଗରେ ପବନ ବହିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାତ୍ୟା ‘ଫୋନି’ ପୁରୀଠାରୁ ୪୩୦ କିଲୋମିଟର ଦୂରରେ ରହିଛି। ଏହା ଆସନ୍ତାକାଲି ଅପରାହ୍ଣ ସାଢ଼େ ୫ଟା ବେଳେ ପୁରୀ ପାଖାପାଖି କୌଣସି ସ୍ଥାନରେ ଲ୍ୟାଣ୍ଡଫଲ୍ କରିବ। ତେବେ ଫୋନି ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଜୋରରେ ପବନ ବହିବ। ପବନର ବେଗ ଘଣ୍ଟା ପ୍ରତି ୧୮୦ରୁ ୧୯୦ କିଲୋମିଟର ପର୍ଯ୍ୟନ୍ତ ରହିପାରେ। ଆଜି ଓଡ଼ିଶା ଉପକୂଳରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିମି ରହିବ। ବେଳେ […]

faniwind

faniwind

Jitendra Garnayak
  • Published: Thursday, 02 May 2019
  • Updated: 02 May 2019, 10:45 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାତ୍ୟା ‘ଫୋନି’ ପୁରୀଠାରୁ ୪୩୦ କିଲୋମିଟର ଦୂରରେ ରହିଛି। ଏହା ଆସନ୍ତାକାଲି ଅପରାହ୍ଣ ସାଢ଼େ ୫ଟା ବେଳେ ପୁରୀ ପାଖାପାଖି କୌଣସି ସ୍ଥାନରେ ଲ୍ୟାଣ୍ଡଫଲ୍ କରିବ। ତେବେ ଫୋନି ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଜୋରରେ ପବନ ବହିବ। ପବନର ବେଗ ଘଣ୍ଟା ପ୍ରତି ୧୮୦ରୁ ୧୯୦ କିଲୋମିଟର ପର୍ଯ୍ୟନ୍ତ ରହିପାରେ।

ଆଜି ଓଡ଼ିଶା ଉପକୂଳରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିମି ରହିବ। ବେଳେ ବେଳେ ଏହା ୬୦ କିମିକୁ ଛୁଇଁପାରେ। ସେହିପରି ଆଜି ରାତିରୁ ପବନର ବେଗ ବୃଦ୍ଧି ପାଇ ଘଣ୍ଟା ପ୍ରତି ୬୦ରୁ ୭୦ କିମି ହୋଇପାରେ। ବେଳେ ବେଳେ ଏହା ଘଣ୍ଟାପ୍ରତି ୮୫ କିମି ବେଗରେ ବହିପାରେ।

ଆସନ୍ତାକାଲି ମଧ୍ୟାହ୍ନ ପରେ ‘ଫୋନି’ ଲ୍ୟାଣ୍ଡଫଲ୍‌ କରିବାକୁ ଥିବା ସ୍ଥାନ ଓ ଏହା ଆଖପାଖ ଅଞ୍ଚଳରେ ପବନର ବେଗ ଘଣ୍ଟା ପ୍ରତି ୧୭୦ରୁ ୧୮୦କିମି ରହିବ। ବେଳେ ବେଳେ ଏହାର ବେଗ ୨୦୦ କିମି ପର୍ଯ୍ୟନ୍ତ ବଢ଼ିପାରେ।

ସେହିପରି ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା ଜିଲ୍ଲାରେ ଘଣ୍ଟା ପ୍ରତି ୧୩୦ରୁ ୧୪୦ କିଲୋମିଟର ଏବଂ ବେଳେ ବେଳେ ୧୫୦ କିମି ବେଗରେ ପବନ ବହିପାରେ। ଭୁବନେଶ୍ୱର ସମେତ ଖୋର୍ଦ୍ଧା ଜିଲ୍ଲା, କଟକ ସହର ସମେତ କଟକ ଜିଲ୍ଲା, ଗଜପତି, ଯାଜପୁର, ଭଦ୍ରକ ଓ ବାଲେଶ୍ୱରରେ ପବନର ବେଗ ଘଣ୍ଟା ପ୍ରତି ୯୦ରୁ ୧୦୦ କିଲୋମିଟର ଏବଂ ବେଳେ ବେଳେ ୧୧୫ କିଲୋମିଟର ପର୍ଯ୍ୟନ୍ତ ରହିପାରେ।

ନୟାଗଡ, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ ଜିଲ୍ଲାରେ ଘଣ୍ଟା ପ୍ରତି ୬୦ରୁ ୭୦କିମି ଓ ବେଳେ ବେଳେ ୮୦ କିଲୋମିଟର ବେଗରେ ପବନ ବହିପାରେ। ତେବେ ରାଜ୍ୟର ଅନ୍ୟ ଜିଲ୍ଲାଗୁଡିକରେ ପବନର ବେଗ ୩୦ରୁ ୪୦ କିମି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story