କୋଣାର୍କ (ସଞ୍ଜୟ ପତି): ଦୀର୍ଘ ସାଢେ ୫ ମାସ ବନ୍ଦ ରହିବା ପରେ କରୋନା କଟକଣା ଭିତରେ ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା କୋଣାର୍କ ସୂର୍ଯ୍ୟ ମନ୍ଦିର । କେନ୍ଦ୍ର ସରକାରଙ୍କ ଗାଇଡଲାଇନ୍ ଅନୁସାରେ ଖୋଲାଯାଇଛି।
ଦିନକୁ ମୋଟ ଅଢେଇ ହଜାର ପର୍ଯ୍ୟଟକଙ୍କୁ କୋଣାର୍କ ମନ୍ଦିର ଦର୍ଶନ କରିବାକୁ ଅନୁମତି ମିଳିଛି। ସକାଳୁ ଅପରାହ୍ନ ୧ଟା ମଧ୍ୟରେ ୧୫ଶହ ଏବଂ ଅପରାହ୍ନରେ ହଜାରେ ପର୍ଯ୍ୟଟକଙ୍କୁ ଦର୍ଶନ କରିବାକୁ ଅନୁମତି ମିଳିବ।
କଟକଣା ଦୃଷ୍ଟିରୁ ଟିକେଟ୍ରେ ବାରକୋଡ୍ ବ୍ୟବସ୍ଥା କରାଯାଇଛି। ମନ୍ଦିରକୁ ପ୍ରବେଶ କରୁଥିବା ସମସ୍ତ ପର୍ଯ୍ୟଟକଙ୍କ ସ୍କ୍ରିନିଂ ସହ କେନ୍ଦ୍ର ସରକାରଙ୍କ ଏସ୍ଓପିକୁ କଡ଼ାକଡ଼ି ପାଳନ କରାଯିବ ବୋଲି ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ ସୁପରିଣ୍ଟେଣ୍ଡେଣ୍ଟ ଅରୁଣ ମଲ୍ଲିକ ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।