କମାଣ୍ଡର ଓଲଟି ୨ମୃତ, ୧୦ ଆହତ

କୋରାପୁଟ: କୋରାପୁଟ ଜିଲ୍ଲା ନନ୍ଦପୁର ଥାନା କଲାଡି ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କମାଣ୍ଡର ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ ଜଣ ଅହତ ହୋଇଥିଲେ। ଆହତଙ୍କୁ ନନ୍ଦପୁର ମେଡ଼ିକାଲରେ ଭର୍ତ୍ତି କରାଯାଇଛି।