ବିଶ୍ୱ ପିଇବ କୋରାପୁଟ୍‌ କଫି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କୋରାପୁଟ୍‌ କଫି ଦେଶ ବିଦେଶର କୋଣଅନୁକୋଣରେ ମିଳିବ। ରାଜ୍ୟର କଫି ଚାଷୀଙ୍କ ଉନ୍ନତି ଓ ସମୃଦ୍ଧି ପାଇଁ ଟିଡିସିସିଓଏଲର ପ୍ରୟାସରେ ‘କୋରାପୁଟ କଫି’ର ବିକ୍ରି ପାଇଁ ‘ଟାଟା କଫି’ ସହମତି ପ୍ରକାଶ କରିଛି। ଏହାର ସ୍ୱତନ୍ତ୍ରତାକୁ ବଜାୟ ରଖିବା ଉପରେ ଗୁରୁତ୍ୱ ଦେଇ ‘ଟାଟା କଫି’ ପ୍ରଥମ ଥର ପାଇଁ ଓଡ଼ିଶାରୁ କଫି କ୍ରୟ କରିବାକୁ ଯାଉଛି। କୋରାପୁଟ ଜିଲ୍ଲାର ଏକ ନିର୍ଦ୍ଧିଷ୍ଟ ଅଞ୍ଚଳରେ ଉତ୍ପାଦନ ହେଉଥିବା 'କୋରାପୁଟ କଫି' ଦେଶବିଦେଶର କୋଣ ଅନୁକୋଣରେ […]

Koraput

Koraput

Manoranjan Sial
  • Published: Monday, 09 August 2021
  • Updated: 10 August 2021, 01:14 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କୋରାପୁଟ୍‌ କଫି ଦେଶ ବିଦେଶର କୋଣଅନୁକୋଣରେ ମିଳିବ। ରାଜ୍ୟର କଫି ଚାଷୀଙ୍କ ଉନ୍ନତି ଓ ସମୃଦ୍ଧି ପାଇଁ ଟିଡିସିସିଓଏଲର ପ୍ରୟାସରେ 'କୋରାପୁଟ କଫି'ର ବିକ୍ରି ପାଇଁ 'ଟାଟା କଫି' ସହମତି ପ୍ରକାଶ କରିଛି। ଏହାର ସ୍ୱତନ୍ତ୍ରତାକୁ ବଜାୟ ରଖିବା ଉପରେ ଗୁରୁତ୍ୱ ଦେଇ 'ଟାଟା କଫି' ପ୍ରଥମ ଥର ପାଇଁ ଓଡ଼ିଶାରୁ କଫି କ୍ରୟ କରିବାକୁ ଯାଉଛି।

https://twitter.com/IPR_Odisha/status/1424379791768125447?s=20

କୋରାପୁଟରେ କଫି ଚାଷକୁ ବ୍ୟାପକ ଓ ସମୃଦ୍ଧ କରିବାରେ କଫି ଚାଷୀଙ୍କ ଅବଦାନକୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କସମପଦର ଗାଁର ସୁଲୋଚନା ଖରଙ୍କ ଉଚ୍ଚ ପ୍ରଶଂସା କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, "ଟିଡିସିସିଓଏଲକୁ ୨୦୦ କେଜିରୁ ଊର୍ଦ୍ଧ୍ଵ କଫି ଫଳ ବିକ୍ରି କରି ସୁଲୋଚନା ଖର ସଫଳ କଫି ଚାଷୀ ଭାବେ ଅନ୍ୟମାନଙ୍କ ପାଇଁ ପ୍ରେରଣାର ଉତ୍ସ ସାଜିଛନ୍ତି। 'କୋରାପୁଟ କଫି'ର ଚାହିଦା ପୂରଣରେ ତାଙ୍କ ପରି ଚାଷୀଙ୍କ ନିଷ୍ଠା ଓ ପ୍ରତିବଦ୍ଧତା ଅତ୍ୟନ୍ତ ପ୍ରଶଂସନୀୟ।"

https://twitter.com/IPR_Odisha/status/1424379798051168257?s=20

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story