କୋରାପୁଟ: ଦାୟିତ୍ୱ ଗ୍ରହଣ କଲେ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ନୂଆ କୁଳପତି ସଚ୍ଚିଦାନନ୍ଦ ମହାନ୍ତି    

କୋରାପୁଟ: କୋରାପୁଟର ଲାଣ୍ଡିଗୁଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି ସଚ୍ଚିଦାନନ୍ଦ ମହାନ୍ତି। ବିଶ୍ୱବିଦ୍ୟାଳୟର ପ୍ରଫେସର ଓ କର୍ମଚାରୀମାନେ ତାଙ୍କୁ ଭବ୍ୟ ସ୍ୱାଗତ କରିଥିଲେ। ଦାୟିତ୍ୱ ଗ୍ରହଣ କରିବା ପରେ ନୂଆ କୁଳପତି କହିଛନ୍ତି ଯେ ଏହି ବିଶ୍ୱବିଦ୍ୟାଳୟର ଉନ୍ନତି ପାଇଁ ସମସ୍ତଙ୍କୁ ମିଳିମିଶି କାର୍ଯ୍ୟ କରିବାକୁ ହେବ। ବିଶ୍ୱବିଦ୍ୟାଳୟର ଭିତ୍ତିଭୂମିର ବିକାଶ ସହିତ ସ୍ଥାୟୀ ପ୍ରଫେସର ନିଯୁକ୍ତି, ପିଲାଙ୍କ ପାଇଁ ହଷ୍ଟେଲ ନିର୍ମାଣ କାମ ସଂପୂର୍ଣ୍ଣ କରିବା ଦିଗରେ ସେ […]

centralunivercity

centralunivercity

Rakesh Mallick
  • Published: Friday, 07 August 2015
  • Updated: 07 August 2015, 12:20 PM IST

Sports

Latest News

କୋରାପୁଟ: କୋରାପୁଟର ଲାଣ୍ଡିଗୁଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି ସଚ୍ଚିଦାନନ୍ଦ ମହାନ୍ତି। ବିଶ୍ୱବିଦ୍ୟାଳୟର ପ୍ରଫେସର ଓ କର୍ମଚାରୀମାନେ ତାଙ୍କୁ ଭବ୍ୟ ସ୍ୱାଗତ କରିଥିଲେ। ଦାୟିତ୍ୱ ଗ୍ରହଣ କରିବା ପରେ ନୂଆ କୁଳପତି କହିଛନ୍ତି ଯେ ଏହି ବିଶ୍ୱବିଦ୍ୟାଳୟର ଉନ୍ନତି ପାଇଁ ସମସ୍ତଙ୍କୁ ମିଳିମିଶି କାର୍ଯ୍ୟ କରିବାକୁ ହେବ। ବିଶ୍ୱବିଦ୍ୟାଳୟର ଭିତ୍ତିଭୂମିର ବିକାଶ ସହିତ ସ୍ଥାୟୀ ପ୍ରଫେସର ନିଯୁକ୍ତି, ପିଲାଙ୍କ ପାଇଁ ହଷ୍ଟେଲ ନିର୍ମାଣ କାମ ସଂପୂର୍ଣ୍ଣ କରିବା ଦିଗରେ ସେ ପଦକ୍ଷେପ ନେବେ। ଏହା ସହିତ ଅନ୍ୟାନ୍ୟ ସମସ୍ୟାର ସମାଧାନ ଦିଗରେ ଚେଷ୍ଟା କରିବେ ବୋଲି ସେ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story