/odisha-reporter/media/post_attachments/uploads/2020/07/corona-3.7-1.jpg)
corona-3.7
କୋରାପୁଟ(ସୂର୍ଯ୍ୟ ପଣ୍ଡା): କୋରାପୁଟ ଜିଲ୍ଲାକୁ ୪୮ ଘଣ୍ଟା ପାଇଁ ଶଟ୍ଡାଉନ୍ ଘୋଷଣା କଲେ ଜିଲ୍ଲାପାଳ। ଆଜି ମଧ୍ୟରାତ୍ରରୁ ଅଗଷ୍ଟ ୧ ମଧ୍ୟରାତ୍ର ଯାଏ ଜିଲ୍ଲା ଶଟଡାଉନ୍ ରହିବ। ଆଜି ୬୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲ୍ଲାପାଳ ଏହି ପଦକ୍ଷେପ ଗ୍ରହଣ କରିଛନ୍ତି।
Advertisment
ସୂଚନାଯୋଗ୍ୟ, କୋରାପୁଟ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୯୦ରେ ପହଞ୍ଚିଛି। ସେଥିମଧ୍ୟରୁ ୨୨୦ ଜଣ ସୁସ୍ଥ ହୋଇ ସାରିଲେଣି। ୪୭୦ ଜଣ ବିଭିନ୍ନ କୋଭିଡ୍ ହସପିଟାଲରେ ଚିକିତ୍ସିତ ହେଉଛନ୍ତି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
