କୋରାପୁଟ: ଦୀର୍ଘବର୍ଷ ଧରି କୋରାପୁଟ ମଣ୍ଡଳ କାରାଗାରରେ ବିଚାରାଧୀନ କଏଦୀ ଭାବେ ବନ୍ଦୀ ଥିବା ଚାଷୀମୂଲିଆ ଆଦିବାସୀ ସଂଘ ସଦସ୍ୟଙ୍କ ମୁକ୍ତି ପାଇଁ ଦାବି ହେଉଛି । ଏ ନେଇ ନାରାୟଣପାଟଣା ଥାନା ଅନ୍ତର୍ଗତ ପ୍ରାୟ ୧୦ଟି ଗାଁର ରହୁଥିବା ଏହି ବନ୍ଦୀମାନଙ୍କ ପରିବାର ଲୋକେ ଜିଲ୍ଲାପାଳଙ୍କୁ ଭେଟି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଦେଇଛନ୍ତି । ସେମାନେ ଅଭିଯୋଗ କରିଛନ୍ତି ଯେ, ମିଥ୍ୟା ମୋକଦ୍ଦମାରେ ସେମାନଙ୍କ ପରିବାର ଲୋକଙ୍କୁ ଫସାଇ ଦିଆଯାଇଛି । ତେଣୁ ଏହି ମାମଲା ପ୍ରତ୍ୟାହାର ସହ ଶୀଘ୍ର ବିଚାର ପ୍ରକ୍ରିୟା ଶେଷ କରିବା ଓ ଜଲରେ ଥିବା ସେମାନ ପରିବାର ଲୋକଙ୍କୁ ସେମାନେ ଦାବି କରିଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।