କୋରାପୁଟ: ମାଲକାନଗିରିରେ ମାଓବାଦୀଙ୍କ ଆକ୍ରମଣରେ ୩ଜଣ ଯବାନଙ୍କ ସମେତ ୪ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ଜଣ ଗୁରୁତର ଆହତ ହୋଇଛନ୍ତି। ଏପଟେ କୋରାପୁଟରେ ମାଓବାଦୀ ଓ ସୁରକ୍ଷା କର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଆଜି କୋରାପୁଟ ଜିଲ୍ଲା ବୈପାରୀଗୁଡା ଥାନା ମାଝିଗୁଡାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି। ଏହି ଘଟଣାରେ କିଛି ମାଓବାଦୀ ଆହତ ହୋଇଥିବା ଜଣାପଡିଛି। ପ୍ରାୟ ଏକ ଘଣ୍ଟା ଧରି ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ଘଟିଥିଲା। ଘଟଣା ସ୍ଥଳରୁ ପୋଲିସ ୮ଟି କିଟବ୍ୟାଗ, ୨ଟି ଟେଣ୍ଟ ଓ ବହୁ ପରିମାଣରେ ମାଓ ସାମଗ୍ରୀ ଜବତ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଖାଦ୍ୟ ଯୋଗାଣ ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ;୧୧ ସ୍ଥାନରେ ଚଢ଼ାଉ
ସୁରେଶ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Miscellaneous
ଅତିବଡ଼ି ଜଗନ୍ନାଥ ଦାସଙ୍କ ସ୍ମୃତି ପୀଠରେ ଝୁଲୁଛି ତାଲା; ବନ୍ଦ ରହିଛି ଦୈନିକ ପୂଜା ଓ ଭାଗବତ ପାଠ
ଦୀର୍ଘ ବର୍ଷ ଧରି ଅତିବଡ଼ି ଜଗନ୍ନାଥ ଦାସଙ୍କ ଉତ୍ତରାଧିକାରୀ ଭଗବାନ ଦାସ ଏହି ପୀଠରେ ପ୍ରତିଦିନ ଭାଗବତ ପାଠ କରୁଥିଲେ।
Miscellaneous
ଆଜିଠୁ ଖୋଲିବ ଧାନମଣ୍ଡି, ଆଉ ରହିବନି ଟୋକନ୍ ଟେନସନ୍
ରାଜ୍ୟରେ ଆଜିଠୁ ଖୋଲିବ ଧାନମଣ୍ଡି । ବର୍ଷ ବର୍ଷ ଧରି ଟୋକନ୍ ଟେନସନ୍, ମିଲର୍ସଙ୍କ ମନମାନି ଓ କଟନୀ ଛଟନୀରେ ଧନ୍ଦି ହେଉଥିବା ଚାଷୀଙ୍କୁ ମୁକ୍ତି ଦେବାକୁ ଏଥର ମୋହନ ସରକାର ନେଇଛନ୍ତି ବହୁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ।
Miscellaneous
ଏଥର ମଣ୍ଡି ଜଗିବେ ମନ୍ତ୍ରୀ-ଅଫିସର, ସାବାଡ୍ ହେବେ ଦଲାଲ୍
କାଲିଠୁ ବରଗଡ଼ ଓ ୨୧ରୁ ସମ୍ବଲପୁର ଜିଲ୍ଲାରେ ଧାନ କିଣା ଆରମ୍ଭ ହେବ। ଟୋକନ୍ ଟେନସନ୍, ମିଲର୍ସଙ୍କ ମନମାନି ଓ କଟନୀ ଛଟନୀରୁ ମୁକ୍ତି ପାଇବେ ଚାଷୀ। ଦଲାଲଙ୍କ ପ୍ରାଦୁର୍ଭବ ରୋକିବାକୁ ମନ୍ତ୍ରୀ ଓ ଅଫିସର ଜଗିବେ ମଣ୍ଡି।