କୋରାପୁଟ: ପୋଲିସ-ମାଓବାଦୀ ଗୁଳିବିନିମୟ

କୋରାପୁଟ: ମାଲକାନଗିରିରେ ମାଓବାଦୀଙ୍କ ଆକ୍ରମଣରେ ୩ଜଣ ଯବାନଙ୍କ ସମେତ ୪ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ଜଣ ଗୁରୁତର ଆହତ ହୋଇଛନ୍ତି। ଏପଟେ କୋରାପୁଟରେ ମାଓବାଦୀ ଓ ସୁରକ୍ଷା କର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଆଜି କୋରାପୁଟ ଜିଲ୍ଲା ବୈପାରୀଗୁଡା ଥାନା ମାଝିଗୁଡାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି। ଏହି ଘଟଣାରେ କିଛି ମାଓବାଦୀ ଆହତ ହୋଇଥିବା ଜଣାପଡିଛି। ପ୍ରାୟ ଏକ ଘଣ୍ଟା ଧରି ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ଘଟିଥିଲା। ଘଟଣା […]

maoist

maoist

Rakesh Mallick
  • Published: Wednesday, 26 August 2015
  • Updated: 26 August 2015, 02:27 PM IST

Sports

Latest News

କୋରାପୁଟ: ମାଲକାନଗିରିରେ ମାଓବାଦୀଙ୍କ ଆକ୍ରମଣରେ ୩ଜଣ ଯବାନଙ୍କ ସମେତ ୪ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ଜଣ ଗୁରୁତର ଆହତ ହୋଇଛନ୍ତି। ଏପଟେ କୋରାପୁଟରେ ମାଓବାଦୀ ଓ ସୁରକ୍ଷା କର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଆଜି କୋରାପୁଟ ଜିଲ୍ଲା ବୈପାରୀଗୁଡା ଥାନା ମାଝିଗୁଡାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି। ଏହି ଘଟଣାରେ କିଛି ମାଓବାଦୀ ଆହତ ହୋଇଥିବା ଜଣାପଡିଛି। ପ୍ରାୟ ଏକ ଘଣ୍ଟା ଧରି ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ଘଟିଥିଲା। ଘଟଣା ସ୍ଥଳରୁ ପୋଲିସ ୮ଟି କିଟବ୍ୟାଗ, ୨ଟି ଟେଣ୍ଟ ଓ ବହୁ ପରିମାଣରେ ମାଓ ସାମଗ୍ରୀ ଜବତ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story