କୋରାପୁଟ: ଭ୍ୟାନ୍‌ ଓଲଟି ୧୨ ଆହତ

କୋରାପୁଟ: କୋରାପୁଟ ଜିଲ୍ଲା ସେମିଳିଗୁଡା ବ୍ଲକ ଅନ୍ତର୍ଗତ ପୁଙ୍ଗାର ଗାଁ ନିକଟରେ ଏକ ଭ୍ୟାନ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୧୨ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଗୁରୁତର ୬ ଜଣଙ୍କୁ କୋରାପୁଟ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛି। ଭ୍ୟାନ୍‌ଟି କୋଟା ଗ୍ରାମରୁ କୁନ୍ଦୁଲି ଯାଉଥିଲା। ଏଥିରେ ୧୫ରୁ ୧୬ ଜଣ ଯାତ୍ରୀ ଥିଲେ।

koraput-accident

Rakesh Mallick
  • Published: Wednesday, 23 November 2016
  • , Updated: 23 November 2016, 05:02 PM IST

କୋରାପୁଟ: କୋରାପୁଟ ଜିଲ୍ଲା ସେମିଳିଗୁଡା ବ୍ଲକ ଅନ୍ତର୍ଗତ ପୁଙ୍ଗାର ଗାଁ ନିକଟରେ ଏକ ଭ୍ୟାନ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୧୨ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଗୁରୁତର ୬ ଜଣଙ୍କୁ କୋରାପୁଟ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛି।

ଭ୍ୟାନ୍‌ଟି କୋଟା ଗ୍ରାମରୁ କୁନ୍ଦୁଲି ଯାଉଥିଲା। ଏଥିରେ ୧୫ରୁ ୧୬ ଜଣ ଯାତ୍ରୀ ଥିଲେ।

Related story