ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ମୃତ, କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ଲମତାପୁଟ: କୋରାପୁଟ ଜିଲ୍ଲା ନନ୍ଦପୁର ଥାନା ଅନ୍ତର୍ଗତ ଗେରୁପୁଟ ଗାଁରେ ବାର୍‌ହା ଠାରୁ ଫସଲ ରକ୍ଷା କରିବା ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାଇରିପଡା ଗାଁର ଉଗ୍ରସେନ ପାଙ୍ଗି। କ୍ଷତିପୂରଣ ଦାବି କରି ସ୍ଥାନୀୟ ଲୋକେ ଆଜି  ମୃତଦେହ ରଖି ନନ୍ଦପୁର ହାଟପଦା ନିକଟରେ ରାସ୍ତା ଅବରୋଧ କରିଛନ୍ତି। କ୍ଷତି ପୂରଣ ନ ମିଳିବା ପର୍ଯ୍ୟନ୍ତ ଆନ୍ଦୋଳନରୁ ଓହରିବେ ନାହିଁ ବୋଲି ଉତ୍ତ୍ୟକ୍ତ ଲୋକେ […]

nadapur

nadapur

Rakesh Mallick
  • Published: Sunday, 16 October 2016
  • Updated: 16 October 2016, 03:57 PM IST

Sports

Latest News

ଲମତାପୁଟ: କୋରାପୁଟ ଜିଲ୍ଲା ନନ୍ଦପୁର ଥାନା ଅନ୍ତର୍ଗତ ଗେରୁପୁଟ ଗାଁରେ ବାର୍‌ହା ଠାରୁ ଫସଲ ରକ୍ଷା କରିବା ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାଇରିପଡା ଗାଁର ଉଗ୍ରସେନ ପାଙ୍ଗି। କ୍ଷତିପୂରଣ ଦାବି କରି ସ୍ଥାନୀୟ ଲୋକେ ଆଜି  ମୃତଦେହ ରଖି ନନ୍ଦପୁର ହାଟପଦା ନିକଟରେ ରାସ୍ତା ଅବରୋଧ କରିଛନ୍ତି। କ୍ଷତି ପୂରଣ ନ ମିଳିବା ପର୍ଯ୍ୟନ୍ତ ଆନ୍ଦୋଳନରୁ ଓହରିବେ ନାହିଁ ବୋଲି ଉତ୍ତ୍ୟକ୍ତ ଲୋକେ ଚେତାବନୀ ଦେଛନ୍ତି।

ଗତକାଲି ରାତିରେ ଉଗ୍ରସେନ ଗାଈ ଖୋଜିବା ପାଇଁ ଜଙ୍ଗଲକୁ ଯାଇଥିବା ବେଳେ ବାରହା ନିମନ୍ତେ ବିଛାଯାଇଥିବା ବିଦ୍ୟୁତ ତାରା ସଂସ୍ପର୍ଶରେ ଆସି ତାଙ୍କ ମୃତ୍ୟୁ ଘଟିଥିଲା ।

ଘଟଣାସ୍ଥଳରେ ପୋଲିସ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରୁଥିଲେ ମଧ୍ୟ ସେମାନେ ତାଙ୍କ ଜିଦରେ ଅଟଳ ରହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story