ଜମି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ଦୁଇ ଭାଇ ମୃତ

ଜୟପୁର: ଜମି ବିବାଦକୁ ନେଇ ଜୟପୁର ସଦର ଥାନା ଗାଗନାପୁରରେ ଦୁଇ ପରିବାର ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ଗୋଟିଏ ପରିବାରର ୨ ଭାଇଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ହିରନ ବାଗ ଓ ଲକ୍ଷ୍ମଣ ବାଗ। ଏନେଇ ଅଭିଯୋଗ ହେବା ପରେ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମାତ୍ର ଅଭିଯୁକ୍ତଙ୍କୁ ଧରିବାରେ ସଫଳ ହୋଇନହିଁ। ଏବେ ମଧ୍ୟ ଘଟଣା ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି।

jaipur murder

Rakesh Mallick
  • Published: Saturday, 22 July 2017
  • , Updated: 22 July 2017, 06:20 PM IST

Related story