ଘରୋଇ କଳିର କରୁଣ ପରିଣତି: ମାରିଦେଇ ମରିଗଲେ, ପଢନ୍ତୁ ପୂରା ମାମଲା

କୋରାପୁଟ: ସଉତୁଣୀ କଳିର ଚରମ ପରିଣତି।  ସାନ ସଉତୁଣୀକୁ ଟାଙ୍ଗିଆରେ ହାଣି ହତ୍ୟା କରିଛି ବଡ଼ ସଉତୁଣୀ। ପରେ ସେ ନିଜେ ମଧ୍ୟ ଆତ୍ମହତ୍ୟା କରିଛି। କୋରାପୁଟ ଜିଲ୍ଲା ଅମନଗୁଡ଼ା ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ ଏଭଳି ଘଟଣା ଘଟିଥିବା କୁହାଯାଉଛି। ତେବେ ସଂପୂର୍ଣ୍ଣ ତଥ୍ୟ ମିଳିପାରିନାହିଁ। ପୋଲିସ ଓ ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛନ୍ତି।    

koraput

Rakesh Mallick
  • Published: Wednesday, 07 June 2017
  • , Updated: 07 June 2017, 12:13 PM IST

କୋରାପୁଟ: ସଉତୁଣୀ କଳିର ଚରମ ପରିଣତି।  ସାନ ସଉତୁଣୀକୁ ଟାଙ୍ଗିଆରେ ହାଣି ହତ୍ୟା କରିଛି ବଡ଼ ସଉତୁଣୀ। ପରେ ସେ ନିଜେ ମଧ୍ୟ ଆତ୍ମହତ୍ୟା କରିଛି। କୋରାପୁଟ ଜିଲ୍ଲା ଅମନଗୁଡ଼ା ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି।

ଘରୋଇ କଳିକୁ ନେଇ ଏଭଳି ଘଟଣା ଘଟିଥିବା କୁହାଯାଉଛି। ତେବେ ସଂପୂର୍ଣ୍ଣ ତଥ୍ୟ ମିଳିପାରିନାହିଁ। ପୋଲିସ ଓ ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛନ୍ତି।

 

 

Related story