Advertisment

ପୂର୍ବତନ ମନ୍ତ୍ରୀ ରବି ନନ୍ଦ ଅସୁସ୍ଥ, ବିଶାଖାପାଟଣା ସ୍ଥାନାନ୍ତର

ରବି ନନ୍ଦଙ୍କୁ ପ୍ରଥମେ ଜୟପୁରସ୍ଥିତ ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ବିଶାଖାପାଟଣା ସ୍ଥାନାନ୍ତରିତ କରାଯାଇଛି।

ଅଦ୍ୟତନ ହୋଇଛି
Rabi Narayan Nanda

Rabi Narayan Nanda

Advertisment

ପୂର୍ବତନ ଶିକ୍ଷାମନ୍ତ୍ରୀ ତଥା କୋରାପୁଟ ଜିଲ୍ଲାର ବରିଷ୍ଠ ବିଜେଡି ନେତା ରବି ନାରାୟଣ ନନ୍ଦ ଅସୁସ୍ଥ ହୋଇଛନ୍ତି। ତାଙ୍କୁ ପ୍ରଥମେ ଜୟପୁରସ୍ଥିତ ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ବିଶାଖାପାଟଣା ସ୍ଥାନାନ୍ତରିତ କରାଯାଇଛି।

Advertisment

ରବି ନନ୍ଦ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଛନ୍ତି। ୨୦୦୦, ୨୦୦୪ ଓ ୨୦୦୯ ମସିହାରେ ହୋଇଥିବା ଓଡ଼ିଶା ବିଧାନସଭା ନିର୍ବାଚନରେ ସେ ଜୟପୁର ବିଧାନ ନିର୍ବାଚନମଣ୍ଡଳୀରୁ ବିଧାୟକ ହୋଇଥିଲେ।

BjD Bjd Leader Koraput Rabi Narayan Nanda
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe