କୁଚିଣ୍ଡା ବିଧାୟକଙ୍କ ବିରୋଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ

କୁଚିଣ୍ଡା: କୁଚିଣ୍ଡାର ବିଜେପି ବିଧାୟକ ରବି ନାୟକ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି। ବିଜେଡି ପକ୍ଷରୁ ରାଜ୍ୟ ନିର୍ବାଚନ କମିଶନଙ୍କ ନିକଟରେ ନାୟକଙ୍କ ବିରୋଧରେ ଆଜି ଏହି ଅଭିଯୋଗ କରିବା ସହ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି। ନିର୍ବାଚନ ଆଚରଣ ବିଧି ଲାଗୁ ହୋଇଥିବା ବେଳେ ବିଧାୟକ ନାୟକ କୁଚିଣ୍ଡା ଉପଜିଲ୍ଲାପାଳଙ୍କ ସମ୍ମୁଖରେ ନିଜ ସମର୍ଥକଙ୍କ ସହ ଧାରଣାରେ ବସିଥିଲେ ବୋଲି ବିଜେଡି ପକ୍ଷରୁ ଅଭିଯୋଗ କରାଯାଇଛି।

lelction-commision

Rakesh Mallick
  • Published: Friday, 30 December 2016
  • , Updated: 30 December 2016, 06:02 PM IST

କୁଚିଣ୍ଡା: କୁଚିଣ୍ଡାର ବିଜେପି ବିଧାୟକ ରବି ନାୟକ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି। ବିଜେଡି ପକ୍ଷରୁ ରାଜ୍ୟ ନିର୍ବାଚନ କମିଶନଙ୍କ ନିକଟରେ ନାୟକଙ୍କ ବିରୋଧରେ ଆଜି ଏହି ଅଭିଯୋଗ କରିବା ସହ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି।

ନିର୍ବାଚନ ଆଚରଣ ବିଧି ଲାଗୁ ହୋଇଥିବା ବେଳେ ବିଧାୟକ ନାୟକ କୁଚିଣ୍ଡା ଉପଜିଲ୍ଲାପାଳଙ୍କ ସମ୍ମୁଖରେ ନିଜ ସମର୍ଥକଙ୍କ ସହ ଧାରଣାରେ ବସିଥିଲେ ବୋଲି ବିଜେଡି ପକ୍ଷରୁ ଅଭିଯୋଗ କରାଯାଇଛି।

Related story