କୁମାର ପୂର୍ଣ୍ଣମୀ ଅବସରରେ ରାଜରାଜେଶ୍ୱରୀ ବେଶରେ ଦର୍ଶନ ଦେଲେ ମା’ ସମଲେଇ

sambulସମ୍ୱଲପୁର: କୁମାର ପୂର୍ଣ୍ଣମୀ ଅବସରରେ ସମ୍ୱଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇ ଭକ୍ତଙ୍କୁ ରାଜରାଜେଶ୍ୱରୀ ବେଶରେ ଦର୍ଶନ ଦେଇଛନ୍ତି। ପାରମ୍ପରିକ ରୀତିନୀତିରେ ମା’ଙ୍କୁ ପୂଜାର୍ଚ୍ଚନା କରାଯାଇଥିଲା। କୁମାର ପୂର୍ଣ୍ଣମୀରେ ରାଜରାଜେଶ୍ୱରୀ ବେଶରେ ଦର୍ଶନ କଲେ ପୂଣ୍ୟ ଫଳେ ମିଳେ ବୋଲି ବିଶ୍ୱାସ ରହିଛି।

ଏହି ଦିନ ମା’ଙ୍କୁ ଭୁବନେଶ୍ୱରୀ ବୀଜ ମନ୍ତ୍ରରେ ପୂଜା କରାଯାଇଥାଏ। ମା’ଙ୍କ ଏହି ବେଶ ଦେଖିବା ପାଇଁ  ଭକ୍ତଙ୍କ ଗହଳି ଲାଗିଥିଲା।

ଆହୁରି ପଢ଼ନ୍ତୁ

ସରକାରୀ କର୍ମଚାରୀଙ୍କ ୯ ଛୁଟି ବେକାର, ପାଇବେ ମୋଟ ୧୦୬ଦିନ ଛୁଟି

ମଣିଷ ଓ ବନ୍ୟପ୍ରାଣୀ ମଧ୍ୟରେ ସଂଘର୍ଷ ହ୍ରାସ ପାଇଁ ଗଠନ ହେବ ଟାସ୍କଫୋର୍ସ

ମୈଦାନରେ କ୍ୟାଂପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା

ସରକାରୀ କଳର ଦୁରୂପଯୋଗ କରୁଛି ବିଜେଡି, ଫେରାଦ ହେଲା ବିଜେପି

ନୟାଗଡ଼ରେ ନକଲି ଟଙ୍କା ଛପା କାରଖାନା

ଶ୍ରୀମନ୍ଦିର ଢାଞ୍ଚାରେ ଲିଙ୍ଗରାଜ ମନ୍ଦିର ପାଇଁ ଆଇନ: ଦାୟିତ୍ୱରେ ରହିବେ ଆଇଏଏସ୍

ସିନ୍ଦୂର ପୋଛିଦେଲା ଲୌହ ମାନବ, କାନ୍ଧ ଉପରେ ଗର୍ଭବତୀ ଝିଅ 

କୋଭିଡ୍ ଚିକିତ୍ସା ପାଇଁ କିମ୍ସ ନେଇଛି ୪୦ କୋଟି

କାର୍ତ୍ତିକ ମାସରୁ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

ସାଙ୍ଗ ହୋଇ ସ୍କୁଟିରେ ଚାଲିଗଲେ ୩ ଜଣ

ପାର୍ବଣରେ ବଢ଼ିପାରେ କରୋନା ସଂକ୍ରମଣ, ସତର୍କ କରାଇଲେ ମୁଖ୍ୟମନ୍ତ୍ରୀ

ଅମାନିଆଙ୍କୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ