କୁଶେଇ ସେତୁ ସ୍ଥାନାନ୍ତର ପ୍ରସଙ୍ଗ: ଆନ୍ଦୋଳନକାରୀଙ୍କୁ ଭେଟିଲେ ବିଜେପି ପ୍ରତିନିଧିଦଳ

ଆନନ୍ଦପୁର: ପ୍ରସ୍ତାବିତ କୁଶେଇ ସେତୁ ସ୍ଥାନାନ୍ତର ଦାବି ନେଇ ପୋଲିସ-ଜନତା ଖଣ୍ଡଯୁଦ୍ଧ ପରେ ରାଜନୀତି ଜୋର ଧରିଛି। ଆଜି ବିଜେପିର ଏକ ପ୍ରତିନିଧି ଦଳ ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିବା ସହ ଲୋକଙ୍କ ସହ ଆଲୋଚନା କରିଛନ୍ତି। ରାଜ୍ୟ ବିଜେପି ସଭାପତି କନକ ବର୍ଦ୍ଧନ ସିଂଦେଓଙ୍କ ନେତୃତ୍ୱରେ ଏହି ପ୍ରତିନିଧି ଦଳ ଯାଇଛି।ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ବିଧାୟକ ଭାଗିରଥୀ ସେଠୀ ଏବଂ ପୂର୍ବତନ ମନ୍ତ୍ରୀ ମନମୋହନ ସାମଲ ଏହି ପ୍ରତିନିଧି ଦଳରେ ଅଛନ୍ତି। ଗତକାଲି ବେଲବାହାଳି […]

bijapi

bijapi

Rakesh Mallick
  • Published: Saturday, 11 July 2015
  • Updated: 11 July 2015, 07:56 AM IST

ଆନନ୍ଦପୁର: ପ୍ରସ୍ତାବିତ କୁଶେଇ ସେତୁ ସ୍ଥାନାନ୍ତର ଦାବି ନେଇ ପୋଲିସ-ଜନତା ଖଣ୍ଡଯୁଦ୍ଧ ପରେ ରାଜନୀତି ଜୋର ଧରିଛି। ଆଜି ବିଜେପିର ଏକ ପ୍ରତିନିଧି ଦଳ ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିବା ସହ ଲୋକଙ୍କ ସହ ଆଲୋଚନା କରିଛନ୍ତି। ରାଜ୍ୟ ବିଜେପି ସଭାପତି କନକ ବର୍ଦ୍ଧନ ସିଂଦେଓଙ୍କ ନେତୃତ୍ୱରେ ଏହି ପ୍ରତିନିଧି ଦଳ ଯାଇଛି।ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ବିଧାୟକ ଭାଗିରଥୀ ସେଠୀ ଏବଂ ପୂର୍ବତନ ମନ୍ତ୍ରୀ ମନମୋହନ ସାମଲ ଏହି ପ୍ରତିନିଧି ଦଳରେ ଅଛନ୍ତି। ଗତକାଲି ବେଲବାହାଳି ଗାଁରେ ପିସିସି ସଭାପତି ପ୍ରସାଦ ହରିଚନ୍ଦନ, ବିରୋଧୀ ଦଳ ନେତା ନରସିଂହ ମିଶ୍ର, ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ପ୍ରମୁଖ ପହଞ୍ଚି ସ୍ଥାନୀୟ ଲୋକ ଏବଂ ବେଲବାହାଳି ସୁରକ୍ଷା ମଞ୍ଚର ସଦସ୍ୟଙ୍କ ସହ ପ୍ରସ୍ତାବିତ କୁଶେଇ ସେତୁ ପ୍ରସଙ୍ଗରେ ଆଲୋଚନା କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story