Advertisment

ବାଣୀବିହାର କ୍ୟାମ୍ପସରେ ଶ୍ରମିକଙ୍କୁ ହତ୍ୟା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରସ୍ଥିତ  ବାଣୀବିହାର କ୍ୟାମ୍ପସରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ଶ୍ରମିକଜଣକ ବୁଧୁରାମ ସିଂ ବୋଲି ଜଣାପଡିଛି । ଗତକାଲି ବିଳମ୍ବିତ ରାତିରେ ବୁଧୁରାମଙ୍କୁ ଛୁରୀ ଭୁସି କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ମୃତଦେହ ପଡି ରହିଥିବାବଳେ ହତ୍ୟାକାରୀ ଘଟଣାସ୍ଥଳରୁ ଫେରାର ହୋଇଯାଇଛି । ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ସହିଦନଗର ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

author-image
Tapaswini Nayak
ଶାବଳରେ ପିଟି ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

deadbody

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରସ୍ଥିତ  ବାଣୀବିହାର କ୍ୟାମ୍ପସରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ଶ୍ରମିକଜଣକ ବୁଧୁରାମ ସିଂ ବୋଲି ଜଣାପଡିଛି ।

Advertisment

ଗତକାଲି ବିଳମ୍ବିତ ରାତିରେ ବୁଧୁରାମଙ୍କୁ ଛୁରୀ ଭୁସି କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ମୃତଦେହ ପଡି ରହିଥିବାବଳେ ହତ୍ୟାକାରୀ ଘଟଣାସ୍ଥଳରୁ ଫେରାର ହୋଇଯାଇଛି । ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ସହିଦନଗର ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Deadbody