ବାଣୀବିହାର କ୍ୟାମ୍ପସରେ ଶ୍ରମିକଙ୍କୁ ହତ୍ୟା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରସ୍ଥିତ  ବାଣୀବିହାର କ୍ୟାମ୍ପସରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ଶ୍ରମିକଜଣକ ବୁଧୁରାମ ସିଂ ବୋଲି ଜଣାପଡିଛି । ଗତକାଲି ବିଳମ୍ବିତ ରାତିରେ ବୁଧୁରାମଙ୍କୁ ଛୁରୀ ଭୁସି କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ମୃତଦେହ ପଡି ରହିଥିବାବଳେ ହତ୍ୟାକାରୀ ଘଟଣାସ୍ଥଳରୁ ଫେରାର ହୋଇଯାଇଛି । ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ସହିଦନଗର ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

deadbody

Tapaswini Nayak
  • Published: Friday, 06 November 2020
  • , Updated: 06 November 2020, 09:27 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରସ୍ଥିତ  ବାଣୀବିହାର କ୍ୟାମ୍ପସରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ଶ୍ରମିକଜଣକ ବୁଧୁରାମ ସିଂ ବୋଲି ଜଣାପଡିଛି ।

ଗତକାଲି ବିଳମ୍ବିତ ରାତିରେ ବୁଧୁରାମଙ୍କୁ ଛୁରୀ ଭୁସି କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ମୃତଦେହ ପଡି ରହିଥିବାବଳେ ହତ୍ୟାକାରୀ ଘଟଣାସ୍ଥଳରୁ ଫେରାର ହୋଇଯାଇଛି । ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ସହିଦନଗର ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Related story