ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ଉପକଣ୍ଠ ବାଲିପାଟଣାରେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ପରିବାର ଲୋକେ ଝିଅକୁ ପୋଡ଼ି ମାରି ଦେଇଥିବା ଅଭିଯୋଗ ହୋଇଛି। ତେବେ ଅଭିଯୋଗକୁ ପରିବାର ପକ୍ଷରୁ ଖଣ୍ଡନ କରାଯାଇଛି। ସ୍ୱାସ୍ଥ୍ୟ ସମସ୍ୟାରୁ ଯୁବତୀଙ୍କ ମୃତ୍ୟୁ ହୋଇଛି ବୋଲି ପରିବାର ପକ୍ଷରୁ କୁହାଯାଇଛି। ପୁଲିସ୍ ଘଟଣାରେ ତଦନ୍ତ କରୁଛି।

deadbody2

Tapaswini Nayak
  • Published: Monday, 23 December 2019
  • , Updated: 23 December 2019, 04:02 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ଉପକଣ୍ଠ ବାଲିପାଟଣାରେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ପରିବାର ଲୋକେ ଝିଅକୁ ପୋଡ଼ି ମାରି ଦେଇଥିବା ଅଭିଯୋଗ ହୋଇଛି।
ତେବେ ଅଭିଯୋଗକୁ ପରିବାର ପକ୍ଷରୁ ଖଣ୍ଡନ କରାଯାଇଛି। ସ୍ୱାସ୍ଥ୍ୟ ସମସ୍ୟାରୁ ଯୁବତୀଙ୍କ ମୃତ୍ୟୁ ହୋଇଛି ବୋଲି ପରିବାର ପକ୍ଷରୁ କୁହାଯାଇଛି।

ପୁଲିସ୍ ଘଟଣାରେ ତଦନ୍ତ କରୁଛି।

Related story