ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଗୋଟିଏ କିମ୍ୱା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହି ସମୟରେ ମତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ଲାଗି ପରାମର୍ଶ […]

rain

Rakesh Mallick
  • Published: Thursday, 13 August 2015
  • , Updated: 13 August 2015, 02:17 AM IST

ଭୁବନେଶ୍ୱର: ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଗୋଟିଏ କିମ୍ୱା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହି ସମୟରେ ମତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ଲାଗି ପରାମର୍ଶ ଦିଆଯାଇଛି। ଆସନ୍ତାକାଲି ଯାଏଁ ଏଭଳି ପାଗ ଲାଗି ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

Related story